ଆଜି ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ

ରାଇରଙ୍ଗପୁର(ରାଜେଶ କୁମାର ଶର୍ମା): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ। ଏହି ଅବସରରେ ରାଇରଙ୍ଗପୁର ମହୁଲଡ଼ିହା ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ। ମିଶନ ଶକ୍ତିର ୭୦ ହଜାର ମହିଳା ଏହି ସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ମିଶନ ଶକ୍ତିର ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ଆର୍ଥିକ ସହାୟତା ରାଶି ପ୍ରଦାନ କରିବେ। ନୂଆ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୧୫ ହଜାର ଏବଂ ପୁରୁଣା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ମୋବାଇଲ ମଧ୍ୟ […]

CM-Naveen-Patnaik

CM-Naveen-Patnaik

Rakesh Mallick
  • Published: Sunday, 03 February 2019
  • Updated: 03 February 2019, 09:01 AM IST

Sports

Latest News

ରାଇରଙ୍ଗପୁର(ରାଜେଶ କୁମାର ଶର୍ମା): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ। ଏହି ଅବସରରେ ରାଇରଙ୍ଗପୁର ମହୁଲଡ଼ିହା ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ।

ମିଶନ ଶକ୍ତିର ୭୦ ହଜାର ମହିଳା ଏହି ସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ମିଶନ ଶକ୍ତିର ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ଆର୍ଥିକ ସହାୟତା ରାଶି ପ୍ରଦାନ କରିବେ। ନୂଆ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୧୫ ହଜାର ଏବଂ ପୁରୁଣା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ମୋବାଇଲ ମଧ୍ୟ ପ୍ରଦାନ କରାଯିବ।

ଏହାସହ ନବୀନ ସହରର ବିଭିନ୍ନ ଉନ୍ନୟନ ମୂଳକ କାମର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos