ବଲାଙ୍ଗିର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗିର ଗସ୍ତରେ ଯାଉଛନ୍ତି। ତା’ପୂର୍ବରୁ ବଲାଙ୍ଗିର ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରାଯାଇଛି। ତେବେ ବିରୋଧ ଆଶଙ୍କାକୁ ଦୃଷ୍ଟିରେ ରଖି ଆଗୁଆ ୧୫ ଜଣକୁ ପୋଲିସ ଅଟକ ରଖିଛି।
Advertisment