Advertisment

ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗୁପ୍ତ ନୀତି ଖସାପଡ଼ା ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ।  ଅପରାହ୍ଣ ୪ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଭକ୍ତମାନେ ମନ୍ଦିର ପରିସରରେ ଅନ୍ୟ ସମସ୍ତ ଦେବାଦେବୀଙ୍କୁ ଦର୍ଶନ କରିପାରିବେ।

author-image
Rajalaxmi Sahu
ଲୁହାଭାରା ଭାଙ୍ଗି ଶ୍ରୀମନ୍ଦିରକୁ କ୍ଷତି ପହଞ୍ଚିଥିବାରୁ କ୍ଷମା ମାଗିଲା ASI

puri1

ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗୁପ୍ତ ନୀତି ଖସାପଡ଼ା ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ।  ଅପରାହ୍ଣ ୪ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ।

Advertisment

ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଭକ୍ତମାନେ ମନ୍ଦିର ପରିସରରେ ଅନ୍ୟ ସମସ୍ତ ଦେବାଦେବୀଙ୍କୁ ଦର୍ଶନ କରିପାରିବେ।