puri1
Advertisment
ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗୁପ୍ତ ନୀତି ଖସାପଡ଼ା ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଅପରାହ୍ଣ ୪ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ।
Advertisment
ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଭକ୍ତମାନେ ମନ୍ଦିର ପରିସରରେ ଅନ୍ୟ ସମସ୍ତ ଦେବାଦେବୀଙ୍କୁ ଦର୍ଶନ କରିପାରିବେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2019/04/puri1.jpg)