ରାଜ୍ୟସଭା ନିର୍ବାଚନ ପାଇଁ ଆଜି ଅପରାହ୍ନରେ ପ୍ରାର୍ଥୀ ଘୋଷଣା କରିବ ବିଜେଡି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିବ ବିଜେଡି। ସନ୍ଧ୍ୟା ୫ଟାରେ ଏନେଇ ଘୋଷଣା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି। ଆଜି ସୌମ୍ୟରଂଜନ ପଟ୍ଟନାୟକ, ଅଚ୍ୟୁତ ସାମନ୍ତ ବିଜେଡିରେ ମିଶିଥିବାରୁ ସେମାନଙ୍କ ନାଁ  ରାଜ୍ୟସଭା ପାଇଁ ପ୍ରାର୍ଥୀ ଭାବେ ଘୋଷଣା କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି। ଆସନ୍ତା ମାସରେ ଓଡ଼ିଶାର ୩ଟି ରାଜ୍ୟସଭା ଆସନ ଖାଲି ହେଉଛି। ଏଥିପାଇଁ ଆରମ୍ଭ ହୋଇଛି ନିର୍ବାଚନ ପ୍ରକ୍ରିୟା।

naveen-Patnaik cm

Rakesh Mallick
  • Published: Wednesday, 07 March 2018
  • , Updated: 07 March 2018, 01:31 PM IST

Related story