ମାର୍ଚ୍ଚ ୨୩ରେ ୩ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଖାଲି ପଡ଼ୁଥିବା ୩ଟି ରାଜ୍ୟସଭା ଆସନ ପାଇଁ ଓଡ଼ିଶା ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରାଯାଇପାରିବ। ୧୩ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ପରେ ୧୫ ତାରିଖ ଅପରାହ୍ନ ୩ଟା ମଧ୍ୟରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ ଏବଂ ଆବଶ୍ୟକ ହେଲେ ମାର୍ଚ୍ଚ ୨୩ ତାରିଖରେ ନିର୍ବାଚନ ହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ଓଡ଼ିଶାରୁ […]

parliament-kTNE--621x414@LiveMint

parliament-kTNE--621x414@LiveMint

Rakesh Mallick
  • Published: Monday, 05 March 2018
  • Updated: 05 March 2018, 02:15 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଖାଲି ପଡ଼ୁଥିବା ୩ଟି ରାଜ୍ୟସଭା ଆସନ ପାଇଁ ଓଡ଼ିଶା ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରାଯାଇପାରିବ। ୧୩ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ପରେ ୧୫ ତାରିଖ ଅପରାହ୍ନ ୩ଟା ମଧ୍ୟରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ ଏବଂ ଆବଶ୍ୟକ ହେଲେ ମାର୍ଚ୍ଚ ୨୩ ତାରିଖରେ ନିର୍ବାଚନ ହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।

ଓଡ଼ିଶାରୁ ରାଜ୍ୟସଭା ସାଂସଦ ଏ.ଭି. ସ୍ୱାମୀ, ଅନଙ୍ଗ ଉଦୟ ସିଂଦେଓ ଓ ଦିଲୀପ ତିର୍କୀଙ୍କ କାର୍ଯ୍ୟକାଳ ଏପ୍ରିଲ୍ ୩ ତାରିଖରେ ଶେଷ ହେଉଛି। ଦିଲୀପ ତିର୍କୀ ଓ ଏ.ଭି. ସ୍ୱାମୀ ଏପ୍ରିଲ୍ ୪, ୨୦୧୨ରେ ରାଜ୍ୟ ସଭାକୁ ଯାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story