୧୪ ଜିଲ୍ଲାରେ ପ୍ରବଳ ବର୍ଷିବ: ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ କାଳବୈଶାଖୀ ବର୍ଷା ହେବ। ପବନ ବୋହିବା ସହିତ ବଜ୍ରପାତ ବି ହେବ। ଏଥିପାଇଁ ୧୪ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ଭୁବନେଶ୍ୱର ପାଣିପାଗ ବିଭାଗ। ଏଥିପାଇଁ ଅପରାହ୍ନ ୪ଟା ୪୫ ଯାଏଁ ସତର୍କ ପାଇଁ ପରାମର୍ଶ ଦିଆଯାଇଛି। ଏହି ସମୟରେ ଘରୁ ନ ବାହାରିବା ମଧ୍ୟ କୁହାଯାଇଛି। କାଳବୈଶାଖୀ ପ୍ରଭାବରେ କେନ୍ଦ୍ରାପଡ଼ା, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଗଜପତି, କନ୍ଧମାଳ, ଯାଜପୁର,ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ଗଞ୍ଜାମ ଜିଲ୍ଲାରେ […]

Monsoon-cloud (1)

Rakesh Mallick
  • Published: Tuesday, 05 June 2018
  • , Updated: 05 June 2018, 02:28 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ କାଳବୈଶାଖୀ ବର୍ଷା ହେବ। ପବନ ବୋହିବା ସହିତ ବଜ୍ରପାତ ବି ହେବ। ଏଥିପାଇଁ ୧୪ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ଭୁବନେଶ୍ୱର ପାଣିପାଗ ବିଭାଗ। ଏଥିପାଇଁ ଅପରାହ୍ନ ୪ଟା ୪୫ ଯାଏଁ ସତର୍କ ପାଇଁ ପରାମର୍ଶ ଦିଆଯାଇଛି। ଏହି ସମୟରେ ଘରୁ ନ ବାହାରିବା ମଧ୍ୟ କୁହାଯାଇଛି।

କାଳବୈଶାଖୀ ପ୍ରଭାବରେ କେନ୍ଦ୍ରାପଡ଼ା, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଗଜପତି, କନ୍ଧମାଳ, ଯାଜପୁର,ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ଗଞ୍ଜାମ ଜିଲ୍ଲାରେ ଝଡ଼ତୋଫାନ ହେବ। ପବନ ମଧ୍ୟ ବୋହିବ।

 

Related story