ପାଣିପାଗ ବିଭାଗର ସତର୍କ ସୂଚନା: ପ୍ରବଳ ବର୍ଷିବ, ଘଣ୍ଟାକୁ ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଆଜି ସକାଳ ୯.୩୦ ଯାଏଁ ୭ଟି ଜିଲ୍ଲା ଲାଗି ସତର୍କ ସୂଚନା ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଯାଜପୁର, ଭଦ୍ରକ ଓ ମାଲକାନଗିରି। ଏହି ସମୟରେ ବର୍ଷା ପବନ ସହ ଘଡ଼ଘଡ଼ି ଓ କୁଆପଥର ବୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାକୁ ୫୦ରୁ ୬୦ କିମି ବେଗରେ ପବନ ବହିବା ଆଶଙ୍କା କରାଯାଉଛି।

Rain on umbrella

Rakesh Mallick
  • Published: Sunday, 13 May 2018
  • , Updated: 13 May 2018, 08:51 AM IST

Related story