୧୭ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଦିନ ଗୋଟାଏ ଯାଏଁ ୧୭ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହି ଜିଲ୍ଲା ଗୁଡ଼କ ହେଉଛି ନୂଆପଡ଼ା, ବରଗଡ଼, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ମାଲକାନଗିରି। ବର୍ଷାବେଳେ କୁଆପଥର ମାଡ଼ ହେବା ସମ୍ଭାବନା ରହିଛି। ଏଥିସହ ୫୦ରୁ ୬୦ କିମି ବେଗରେ ପବନ ବହିବ।

monsoon

monsoon

Rakesh Mallick
  • Published: Monday, 14 May 2018
  • Updated: 14 May 2018, 10:25 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଦିନ ଗୋଟାଏ ଯାଏଁ ୧୭ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହି ଜିଲ୍ଲା ଗୁଡ଼କ ହେଉଛି ନୂଆପଡ଼ା, ବରଗଡ଼, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ମାଲକାନଗିରି। ବର୍ଷାବେଳେ କୁଆପଥର ମାଡ଼ ହେବା ସମ୍ଭାବନା ରହିଛି। ଏଥିସହ ୫୦ରୁ ୬୦ କିମି ବେଗରେ ପବନ ବହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos