ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ବର୍ଷା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୯ ଜିଲ୍ଲାକୁ ସକାଳ ସାଢ଼େ ୯ ଯାଏଁ ସତର୍କ ରଖିବା ପାଇଁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ବୌଦ୍ଧ, ବରଗଡ଼, ସୋନପୁର, କନ୍ଧମାଳ ଓ ରାୟଗଡ଼ା। ଏହି ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।