ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍ରେସନରେ ପରିଣତ ହେଉଛି: ୪ରୁ ୫ ଦିନ ବର୍ଷିବ

ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୱେଲ୍ ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଶୀଘ୍ର ଏହା ଡିପ୍ରେସନରେ ପରିଣତ ହେବ। ଏହାର ପ୍ରଭାବରେ ଆଜି ଅପରାହ୍ନ କିମ୍ବା ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୪ରୁ ୫ ଦିନ ଧରି କୋହଲା ପାଗ […]

rain

rain

Rakesh Mallick
  • Published: Wednesday, 18 October 2017
  • Updated: 18 October 2017, 09:38 AM IST

Sports

Latest News

ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୱେଲ୍ ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଶୀଘ୍ର ଏହା ଡିପ୍ରେସନରେ ପରିଣତ ହେବ। ଏହାର ପ୍ରଭାବରେ ଆଜି ଅପରାହ୍ନ କିମ୍ବା ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ବିଶେଷ କରି ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୪ରୁ ୫ ଦିନ ଧରି କୋହଲା ପାଗ ଲାଗି ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story