ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଯୋଗୁ ରାଜ୍ୟବ୍ୟାପୀ ଲାଗିରହିଛି । ଟ୍ୱିନ୍ ସିଟି ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତାକାଲି ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଦୁର୍ବଳ ମୌସୁମୀ ଯୋଗୁଁ ୨୯ ତାରିଖଠାରୁ ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ କମ୍ ବର୍ଷା ହେବ ବୋଲି ସୂଚନା ମିଳିଛି।
ବର୍ଷା ଯୋଗୁଁ ଗତକାଲି ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର ପରିସରର ଉତ୍ତର ଦ୍ୱାର ପାର୍ଶ୍ୱରେ ପାଣି ଜମି ରହିଥିବାରୁ ପର୍ଯ୍ୟଟକ ବିଭିନ୍ନ ଅସୁବିଧାରେ ସମ୍ମୁଖୀନ ହୋଇଥିଲେ। ଆଣ୍ଠୁଏ ପାଣିରେ ପଶି ବୁଲୁଥିଲେ ପର୍ଯ୍ୟଟକ। ଏଏସଆଇ କର୍ମଚାରୀ ପମ୍ପ ଦ୍ୱାରା ବର୍ଷାଜଳ ନିଷ୍କାସନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଦୁଇ ସନ୍ତାନ ପାଇଁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।
Politics
ବିଧାୟକଙ୍କୁ ପିଟି ଛଡ଼ାଇନେଲେ ସୁନା ଚେନ୍
ଆକ୍ରମଣକାରୀମାନେ ବବି ଭାଇ ଜିନ୍ଦାବାଦ୍ ନାରା ପକାଇଥିବା ଅଭିଯୋଗ କରିଛନ୍ତି ବିଧାୟକ।
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
Miscellaneous
‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ୨୪ରେ ଆସିବ କେନ୍ଦ୍ରୀୟ ଟିମ୍
କେନ୍ଦ୍ରୀୟ ଟିମ୍ ଫେରିଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରୀୟ ଟିମ୍ ରିପୋର୍ଟ ଆଧାରରେ କେନ୍ଦ୍ର ସରକାରଙ୍କ ସହାୟତା ରାଶି ଆସିବ।
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।