ରାଜ୍ୟବ୍ୟାପୀ ମୌସୁମୀ ବର୍ଷା; କାଲି ବି ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଯୋଗୁ ରାଜ୍ୟବ୍ୟାପୀ ଲାଗିରହିଛି । ଟ୍ୱିନ୍ ସିଟି ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତାକାଲି ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଦୁର୍ବଳ ମୌସୁମୀ ଯୋଗୁଁ ୨୯ ତାରିଖଠାରୁ ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ କମ୍ ବର୍ଷା ହେବ ବୋଲି ସୂଚନା ମିଳିଛି। ବର୍ଷା ଯୋଗୁଁ ଗତକାଲି ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର ପରିସରର ଉତ୍ତର ଦ୍ୱାର ପାର୍ଶ୍ୱରେ […]

RAIN-mm

RAIN-mm

Rakesh Mallick
  • Published: Wednesday, 27 June 2018
  • Updated: 27 June 2018, 09:39 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଯୋଗୁ ରାଜ୍ୟବ୍ୟାପୀ ଲାଗିରହିଛି । ଟ୍ୱିନ୍ ସିଟି ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତାକାଲି ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଦୁର୍ବଳ ମୌସୁମୀ ଯୋଗୁଁ ୨୯ ତାରିଖଠାରୁ ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ କମ୍ ବର୍ଷା ହେବ ବୋଲି ସୂଚନା ମିଳିଛି।

ବର୍ଷା ଯୋଗୁଁ ଗତକାଲି ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର ପରିସରର ଉତ୍ତର ଦ୍ୱାର ପାର୍ଶ୍ୱରେ ପାଣି ଜମି ରହିଥିବାରୁ ପର୍ଯ୍ୟଟକ ବିଭିନ୍ନ ଅସୁବିଧାରେ ସମ୍ମୁଖୀନ ହୋଇଥିଲେ। ଆଣ୍ଠୁଏ ପାଣିରେ ପଶି ବୁଲୁଥିଲେ ପର୍ଯ୍ୟଟକ। ଏଏସଆଇ କର୍ମଚାରୀ ପମ୍ପ ଦ୍ୱାରା ବର୍ଷାଜଳ ନିଷ୍କାସନ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story