ଆଜି ସୁନିଆ ଉତ୍ସବ, ଗଜପତି କରିବେ ଦେବାର୍ଚ୍ଚନା

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ହେଉଛି ପବିତ୍ର ସୁନିଆ ଉତ୍ସବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୩୦ ସାଲ ୬୫ ଅଙ୍କର ପ୍ରବେଶ। ଏହି ଅବସରରେ ଆଜି ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର ୬୫ ଅଙ୍କ ଆରମ୍ଭ ହେବ । ଜାତକ ଓ ପାଞ୍ଜି ଅଙ୍କ ଗଣନାର ରହିଛି ବିଶେଷ ମହତ୍ୱ। ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୁର୍ଗାଙ୍କ ମନ୍ଦିରରେ ବିଶେଷ […]

puri-

puri-

Niharika Rout
  • Published: Wednesday, 07 September 2022
  • Updated: 07 September 2022, 09:13 AM IST

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ହେଉଛି ପବିତ୍ର ସୁନିଆ ଉତ୍ସବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୩୦ ସାଲ ୬୫ ଅଙ୍କର ପ୍ରବେଶ। ଏହି ଅବସରରେ ଆଜି ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର ୬୫ ଅଙ୍କ ଆରମ୍ଭ ହେବ । ଜାତକ ଓ ପାଞ୍ଜି ଅଙ୍କ ଗଣନାର ରହିଛି ବିଶେଷ ମହତ୍ୱ।

ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୁର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ । କନକଦୁର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହେବ ।

ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯିବ । ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବ ।  ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବା ଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story