ଢେଙ୍କାନାଳ ଆସୁଛନ୍ତି ନବୀନ, ପ୍ରସ୍ତୁତି ଶେଷ

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଢେଙ୍କାନାଳ ଜିଲ୍ଲା ଗସ୍ତରେ ଆସୁଛନ୍ତି। ଅପରାହ୍ଣ ୪ଟାରେ ସେ ହିନ୍ଦୋଳ ବ୍ଲକ୍‌ ସାତମାଇଲ ନିକଟରେ ହେବାକୁ ଥିବା ସମାବେଶରେ ଯୋଗଦେଇ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଜିଲ୍ଲାରେ ‘କାଳିଆ’ ଯୋଜନାରେ ସାମିଲ ହୋଇଥିବା ଚାଷୀଙ୍କୁ ଟଙ୍କା ବଣ୍ଟା ଯିବ ବୋଲି ଜିଲ୍ଲାପାଳ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି। ଏହି ଅବସରରେ ନବୀନ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସହିତ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ […]

cmo

cmo

Jyoshna Pradhan
  • Published: Sunday, 24 February 2019
  • Updated: 24 February 2019, 01:11 PM IST

Sports

Latest News

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଢେଙ୍କାନାଳ ଜିଲ୍ଲା ଗସ୍ତରେ ଆସୁଛନ୍ତି। ଅପରାହ୍ଣ ୪ଟାରେ ସେ ହିନ୍ଦୋଳ ବ୍ଲକ୍‌ ସାତମାଇଲ ନିକଟରେ ହେବାକୁ ଥିବା ସମାବେଶରେ ଯୋଗଦେଇ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ।

ଜିଲ୍ଲାରେ ‘କାଳିଆ’ ଯୋଜନାରେ ସାମିଲ ହୋଇଥିବା ଚାଷୀଙ୍କୁ ଟଙ୍କା ବଣ୍ଟା ଯିବ ବୋଲି ଜିଲ୍ଲାପାଳ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି।

ଏହି ଅବସରରେ ନବୀନ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସହିତ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos