ଆଜି ସର୍ବଭାରତୀୟ ମେଡିକାଲ୍ ପ୍ରବେଶିକା ପରୀକ୍ଷା (ନିଟ୍)

ଭୁବନେଶ୍ୱର: ଆଜି ଅନୁଷ୍ଠିତ ହେବ ସର୍ବଭାରତୀୟ ମେଡିକାଲ୍ ପ୍ରବେଶିକା ପରୀକ୍ଷା (ନିଟ୍)।  ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାରା ଦେଶରେ ଏହି ଏକକ ପରୀକ୍ଷା ଅନୁଷ୍ଠିତ ହେଉଛି। ସିବିଏସ୍‌ଇ ପକ୍ଷରୁ ପରିଚାଳିତ ଏହି ପରୀକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି। ସାରାଦେଶରେ ୧୦ଲକ୍ଷ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଉଥିବା ବେଳେ ଓଡ଼ିଶାରୁ ପ୍ରାୟ ୩୦, ୦୦୦ପରୀକ୍ଷାର୍ଥୀ ଅଛନ୍ତି। ରାଜ୍ୟର ୩ଟି ସହର ଭୁବନେଶ୍ୱର, ବ୍ରହ୍ମପୁର ଓ ରାଉରକେଲାରେ ଏକାଧିକ ପରୀକ୍ଷା କେନ୍ଦ୍ର ଖୋଲାଯାଇଛି।  ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ […]

neet-student

neet-student

Rakesh Mallick
  • Published: Sunday, 07 May 2017
  • Updated: 07 May 2017, 05:03 PM IST

Sports

Latest News

ଭୁବନେଶ୍ୱର: ଆଜି ଅନୁଷ୍ଠିତ ହେବ ସର୍ବଭାରତୀୟ ମେଡିକାଲ୍ ପ୍ରବେଶିକା ପରୀକ୍ଷା (ନିଟ୍)।  ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାରା ଦେଶରେ ଏହି ଏକକ ପରୀକ୍ଷା ଅନୁଷ୍ଠିତ ହେଉଛି। ସିବିଏସ୍‌ଇ ପକ୍ଷରୁ ପରିଚାଳିତ ଏହି ପରୀକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି। ସାରାଦେଶରେ ୧୦ଲକ୍ଷ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଉଥିବା ବେଳେ ଓଡ଼ିଶାରୁ ପ୍ରାୟ ୩୦, ୦୦୦ପରୀକ୍ଷାର୍ଥୀ ଅଛନ୍ତି।

ରାଜ୍ୟର ୩ଟି ସହର ଭୁବନେଶ୍ୱର, ବ୍ରହ୍ମପୁର ଓ ରାଉରକେଲାରେ ଏକାଧିକ ପରୀକ୍ଷା କେନ୍ଦ୍ର ଖୋଲାଯାଇଛି।  ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ଗୋଟାଏରେ ସରିବ। ପରୀକ୍ଷାର୍ଥୀ ମାନେ ସକାଳ ୭ଟା ୩୦ରୁ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିପାରିବେ। ୯ଟା୩୦ ପରେ କାହାକୁ ପ୍ରବେଶ ପାଇଁ ଅନୁମତି ମିଳିବ ନାହିଁ। ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀ ମାନେ ପେନ୍, ପେନ୍‌ସିଲ୍‌, ଘଣ୍ଟା କିମ୍ବା କୌଣସି ଇଲେକ୍ଟ୍ରୋନିକ ସାମଗ୍ରୀ ନେଇ ପାରିବେ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story