ବିଜେପୁର ଉପନିର୍ବାଚନ: ଆଜି  ବାହାରି‍ବ ବିଜ୍ଞପ୍ତି; ଆରମ୍ଭ ହେବ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା  

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେପୁର ଉପନିର୍ବାଚନ ନେଇ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ ।  ଏଥିସହ ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇ ଆସନ୍ତା ୩୦ ତାରିଖ ଯାଏଁ ଚାଲିବ । ଏହାପରେ ଅକ୍ଟୋବର ୧ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ । ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଅକ୍ଟୋବର ୩ ତାରିଖ ରହିଛି । ଅକ୍ଟୋବର ୨୧ରେ ବିଜେପୁର ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବାକୁ ଥିବା ବେଳେ ୨୪ରେ ଭୋଟ୍ […]

bijepur-1..

bijepur-1..

Niharika Rout
  • Published: Monday, 23 September 2019
  • Updated: 23 September 2019, 12:06 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେପୁର ଉପନିର୍ବାଚନ ନେଇ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ ।  ଏଥିସହ ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇ ଆସନ୍ତା ୩୦ ତାରିଖ ଯାଏଁ ଚାଲିବ । ଏହାପରେ ଅକ୍ଟୋବର ୧ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ । ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଅକ୍ଟୋବର ୩ ତାରିଖ ରହିଛି ।

ଅକ୍ଟୋବର ୨୧ରେ ବିଜେପୁର ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବାକୁ ଥିବା ବେଳେ ୨୪ରେ ଭୋଟ୍ ଗଣତି ହେବ । ୨୭ ଅକ୍ଟୋବର ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ଶେଷ ହେବ ବୋଲି ସିଇସି ଘୋଷଣା କରିଛନ୍ତି। ସେପଟେ ବିଜେପୁର ଉପ ନିର୍ବାଚନ ପାଇଁ ଋଣନୀତି ପ୍ରସ୍ତୁତ କରିବାକୁ ଆଜି ବସିବ ବିଜେଡିର ସମନ୍ୱୟ କମିଟି ବୈଠକ  । କିଏ କେଉଁ ପଞ୍ଚାୟତ ଦାୟିତ୍ୱରେ ଏବଂ କିଏ କେଉଁ ବ୍ଲକ୍ ଦାୟିତ୍ୱରେ ରହିବେ ସେନେଇ ଏହି ବୈଠକରେ  ଆଲୋଚନା ହେବ । ଏଥିସହ ଦଳର ଷ୍ଟାର୍ କ୍ୟାମ୍ପେନର କିଏ ହେବେ ସେନେଇ ମଧ୍ୟ ଆଜିର ସମନ୍ୱୟ କମିଟି ବୈଠକରେ ଆଲୋଚନା ହେବ ବୋଲି ସୂଚନା ମିଳିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story