ଆଜି ବିଧାନସଭା ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନବୀନ ସରକାରଙ୍କ ପଞ୍ଚମ ପାଳିର ପ୍ରଥମ ବିଧାନସଭା ଅଧିବେଶନ ଆରମ୍ଭ ହୋଇଯାଇଛି। ଏବେ କାମଚଳା ବାଚସ୍ପତି ବିଧାନସଭା ଚଳାଉଥିବା ବେଳେ ଆଜି ହେବ ବାଚସ୍ପତି ନିର୍ବାଚନ। ଶାସକ ବିଜେଡି ବରିଷ୍ଠ ନେତା ତଥା ସାତ ଥର ବିଧାୟକ ହୋଇଥିବା ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି ପ୍ରାର୍ଥୀ କରିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋସନ ଆଣିଛନ୍ତି। ବିଧାନସଭାରେ ବିଜେଡିର ସଂଖ୍ୟାଗରିଷ୍ଠତା ଦୃଷ୍ଟିରୁ ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ହେବା ନିଶ୍ଚିତ। ଗତ ଗୁରୁବାର କାମଚଳା […]

tt

tt

Tapaswini Nayak
  • Published: Saturday, 01 June 2019
  • Updated: 01 June 2019, 08:34 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନବୀନ ସରକାରଙ୍କ ପଞ୍ଚମ ପାଳିର ପ୍ରଥମ ବିଧାନସଭା ଅଧିବେଶନ ଆରମ୍ଭ ହୋଇଯାଇଛି। ଏବେ କାମଚଳା ବାଚସ୍ପତି ବିଧାନସଭା ଚଳାଉଥିବା ବେଳେ ଆଜି ହେବ ବାଚସ୍ପତି ନିର୍ବାଚନ। ଶାସକ ବିଜେଡି ବରିଷ୍ଠ ନେତା ତଥା ସାତ ଥର ବିଧାୟକ ହୋଇଥିବା ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି ପ୍ରାର୍ଥୀ କରିଛି।

ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋସନ ଆଣିଛନ୍ତି। ବିଧାନସଭାରେ ବିଜେଡିର ସଂଖ୍ୟାଗରିଷ୍ଠତା ଦୃଷ୍ଟିରୁ ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ହେବା ନିଶ୍ଚିତ। ଗତ ଗୁରୁବାର କାମଚଳା ବାଚସ୍ପତି ଅମର ଶତପଥୀ ବିଧାୟକମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos