ଓଡ଼ିଶାର ୬ ସ୍ୱାଧୀନତା ସଂଗ୍ରାମୀଙ୍କ ନାଁରେ ଉନ୍ମୋଚନ ହେଲା ସ୍ୱତନ୍ତ୍ର ଡ଼ାକ ଲଫାପା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଡ଼ାକ ସପ୍ତାହ ପାଳନ ଅବସରରେ ଆଜି ଓଡ଼ିଶାର ୬ ଜଣ ସ୍ୱାଧୀନତା ସଂଗ୍ରାମୀଙ୍କ ନାଁରେ ସ୍ୱତନ୍ତ୍ର ଡ଼ାକ ଲଫାପା ଉନ୍ମୋଚିତ ହୋଇଛି। ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ ଅବସରରେ ଦୁଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନ ଏହି ସ୍ୱତନ୍ତ୍ର ଡ଼ାକ ଲଫାପାକୁ ଉନ୍ମୋଚନ କରିଛନ୍ତି। ପରେ ଦୁଇ ମନ୍ତ୍ରୀ ସ୍ୱାଧୀନତା ସଂଗ୍ରାମୀଙ୍କ ଦାୟାଦ ଓ ପରିବାର ସଦସ୍ୟଙ୍କ ସହ କଥା ହୋଇଛନ୍ତି। ଓଡ଼ିଶା ମାଟିର ମହାନ ସ୍ୱାଧୀନତା ସଂଗ୍ରାମୀ ଶହୀଦ […]

Indian-Post

Indian-Post

Manoranjan Sial
  • Published: Wednesday, 13 October 2021
  • Updated: 13 October 2021, 09:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଡ଼ାକ ସପ୍ତାହ ପାଳନ ଅବସରରେ ଆଜି ଓଡ଼ିଶାର ୬ ଜଣ ସ୍ୱାଧୀନତା ସଂଗ୍ରାମୀଙ୍କ ନାଁରେ ସ୍ୱତନ୍ତ୍ର ଡ଼ାକ ଲଫାପା ଉନ୍ମୋଚିତ ହୋଇଛି। ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ ଅବସରରେ ଦୁଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନ ଏହି ସ୍ୱତନ୍ତ୍ର ଡ଼ାକ ଲଫାପାକୁ ଉନ୍ମୋଚନ କରିଛନ୍ତି। ପରେ ଦୁଇ ମନ୍ତ୍ରୀ ସ୍ୱାଧୀନତା ସଂଗ୍ରାମୀଙ୍କ ଦାୟାଦ ଓ ପରିବାର ସଦସ୍ୟଙ୍କ ସହ କଥା ହୋଇଛନ୍ତି।

ଓଡ଼ିଶା ମାଟିର ମହାନ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଜୟୀ ରାଜଗୁରୁ, ବକ୍ସି ଜଗବନ୍ଧୁ, ଚକରା ବିଷୋୟୀ, ଚାଖି ଖୁଣ୍ଟିଆ, ଶହୀଦ ବାଜି ରାଉତ ଓ ପାର୍ବତି ଗିରିଙ୍କ ସ୍ମୃତିରେ ଉନ୍ମୋଚିତ ହୋଇଛି ଲଫାପା।  ଆଜି ଉନ୍ମୋଚିତ ହୋଇଥିବା ଲଫାପାକୁ କିଣି ବ୍ୟବହାର କରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଧମେନ୍ଦ୍ର ପ୍ରଧାନ।। ଏହି ଲଫାପା ବ୍ୟବହାର ହେଲେ ଯାଇ ମହାପୁରୁଷ ଓ ମହିୟସୀ ମହିଳାଙ୍କୁ ସଠିକ ଶ୍ରଦ୍ଧାଞ୍ଜଳି ଦେଇ ହେବ ବୋଲି ଉଭୟ ନେତା କହିଛନ୍ତି।

https://twitter.com/dpradhanbjp/status/1448280167684526082?s=20

ଭାରତର ସ୍ୱତନ୍ତ୍ରତା ସଂଗ୍ରାମରେ ଓଡ଼ିଶାର ଏହି ବୀର ଯୋଦ୍ଧାଗଣ ଯେଉଁ ତ୍ୟାଗ, ତପସ୍ୟା, ସାହସ ତଥା ବଳିଦାନ ଦେଖାଇଛନ୍ତି, ତାହା ଅବିସ୍ମରଣୀୟ। ଭାରତ ସରକାରଙ୍କ ପକ୍ଷରୁ ଏଭଳି ପ୍ରଚେଷ୍ଟା ପାଇଁ ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଡ଼ାକ ବିଭାଗ ସହ ଜଡ଼ିତ ସମସ୍ତଙ୍କୁ ଆନ୍ତରିକ କୃତଜ୍ଞତା ଜଣାଉଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

https://twitter.com/dpradhanbjp/status/1448280170452815880?s=20

ସେ ଆହୁରି କହିଛନ୍ତି,“ବ୍ରିଟିଶ୍‌ ବିରୋଧରେ ମହାନ ଯୋଦ୍ଧା ଜୟୀ ରାଜଗୁରୁଙ୍କ ସଂଗ୍ରାମ, ପାଇକ ବିଦ୍ରୋହରେ ବକ୍ସି ଜଗବନ୍ଧୁଙ୍କ ବଳିଷ୍ଠ ନେତୃତ୍ୱ, ଘୁମୁଷର ପାଇଁ ଅପ୍ରାଣ ଚେଷ୍ଟା କରିଥିବା ଜନଜାତି ଜନନାୟକ ଚକରା ବିଷୋୟୀ, ସିପାହୀ ବିଦ୍ରୋହରେ ଚାଖି ଖୁଣ୍ଟିଆଙ୍କ ଭୂମିକା, ଶହୀଦ ବାଜି ରାଉତଙ୍କ ସାହସ ଓ ପାର୍ବତି ଗିରିଙ୍କ ଦେଶସେବାର ଇଚ୍ଛାଶକ୍ତି ପ୍ରେରଣା ହୋଇ ରହିବ। ଆଗାମୀ ଦିନରେ ଏଭଳି ମହାନାୟକଙ୍କ ତ୍ୟାଗ ତଥା ବଳିଦାନକୁ ଶତାବ୍ଦୀ ଶତାବ୍ଦୀ ଧରି ଉଜ୍ଜିବୀତ କରି ରଖିବା ପାଇଁ ଓଡ଼ିଶାର ପୁରାତନ ଇତିହାସ ଓ ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ଗବେଷଣା କରିବା ପାଇଁ ଭାରତୀୟ ଇତିହାସ ଅନୁସନ୍ଧାନ ପରିଷଦ(ଆଇସିଏଚଆର) ମାଧ୍ୟମରେ ପ୍ରଚେଷ୍ଟା କରାଯିବ।”

https://twitter.com/dpradhanbjp/status/1448278257023930369?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story