କାଳବୈଶାଖୀ ସମ୍ଭାବନା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୨ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ସାଢ଼େ ୬ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ କଳାହାଣ୍ଡି, ନବରଙ୍ଗପୁର, ସୋନପୁର, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ। କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  

rain...

rain...

Rakesh Mallick
  • Published: Sunday, 01 April 2018
  • Updated: 01 April 2018, 02:58 PM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story