ଟ୍ୱିନ୍ ସିଟି ବେହାଲ; ରାସ୍ତାରେ ଲହଡ଼ି ଭାଙ୍ଗୁଛି ପାଣି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଗତକାଲିଠୁ ତୁହାକୁ ତୁହା ବର୍ଷା ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।  ଲଗାଣ ବର୍ଷା ଯୋଗୁ ଟ୍ୱିନ୍ ସିଟି ବେହାଲ ହୋଇପଡ଼ିଛି। ରାଜଧାନୀ ଭୁବନେଶ୍ୱର ସହ କଟକରେ ବି ଜନଜୀବନ ପ୍ରଭାବିତ ହୋଇଛି। ପ୍ରବଳ ବର୍ଷା କାରଣରୁ ବହୁ ତଳିଆ ଅଞ୍ଚଳରେ ପାଣି ଜମି ରହିଛି। ଫଳରେ ଲୋକେ ଘରୁ ବାହାରିବାରେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। […]

water.jpg00

water.jpg00

Tapaswini Nayak
  • Published: Wednesday, 25 September 2019
  • Updated: 25 September 2019, 09:51 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଗତକାଲିଠୁ ତୁହାକୁ ତୁହା ବର୍ଷା ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।  ଲଗାଣ ବର୍ଷା ଯୋଗୁ ଟ୍ୱିନ୍ ସିଟି ବେହାଲ ହୋଇପଡ଼ିଛି। ରାଜଧାନୀ ଭୁବନେଶ୍ୱର ସହ କଟକରେ ବି ଜନଜୀବନ ପ୍ରଭାବିତ ହୋଇଛି। ପ୍ରବଳ ବର୍ଷା କାରଣରୁ ବହୁ ତଳିଆ ଅଞ୍ଚଳରେ ପାଣି ଜମି ରହିଛି। ଫଳରେ ଲୋକେ ଘରୁ ବାହାରିବାରେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

ଡ୍ରେନ୍ ସଫେଇ ଅଭାବ ଓ ଜାଇକା କାମ ଶେଷ ହୋଇ ନ ଥିବାରୁ ବର୍ଷା ଜଳ ନିଷ୍କାସନରେ ବାଧା ସୃଷ୍ଟି ହେଉଛି। ଫଳରେ ଅନେକ ଅଞ୍ଚଳରେ ରାସ୍ତା ଉପରେ ପାଣି ଜମି ରହିଥିବାରୁ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story