୨୪ ଘଣ୍ଟା ମଧ୍ୟରେ କିଛି ସ୍ଥାନରେ ହୋଇପାରେ କାଳ ବୈଶାଖୀ

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ସାମାନ୍ୟ ଅଧିକ ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣି ପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ତେଣୁ ସେହି ସବୁ ସ୍ଥାନରେ ତାତି ସାମାନ୍ୟ କମ୍&zwnj; ରହିବ। କିଛି ସ୍ଥାନରେ ଘଡ଼ଘଡ଼ି ସହିତ କୁଆପଥର ବୃଷ୍ଟି ହେବାର ମଧ୍ୟ ସମ୍ଭାବନା ଅଛି। ସମୁଦ୍ର ଉପକୂଳ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୪୫ ରୁ ୬୫ କିଲୋମିଟର ବୋହିବ। ଗତକାଲି ସୋନପୁର ଥିଲା ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର। ସେଠାରେ ତାପମାତ୍ରା ୩୯. ୮ ଡିଗ୍ରୀ ସେଲସିୟସ ଥିଲା</p> <p>&amp;nbsp;</p>

Ordigital Desk
  • Published: Tuesday, 03 April 2018
  • Updated: 03 April 2018, 08:44 AM IST
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ସାମାନ୍ୟ ଅଧିକ ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣି ପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ତେଣୁ ସେହି ସବୁ ସ୍ଥାନରେ ତାତି ସାମାନ୍ୟ କମ୍&zwnj; ରହିବ। କିଛି ସ୍ଥାନରେ ଘଡ଼ଘଡ଼ି ସହିତ କୁଆପଥର ବୃଷ୍ଟି ହେବାର ମଧ୍ୟ ସମ୍ଭାବନା ଅଛି। ସମୁଦ୍ର ଉପକୂଳ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୪୫ ରୁ ୬୫ କିଲୋମିଟର ବୋହିବ। ଗତକାଲି ସୋନପୁର ଥିଲା ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର। ସେଠାରେ ତାପମାତ୍ରା ୩୯. ୮ ଡିଗ୍ରୀ ସେଲସିୟସ ଥିଲା</p><p>&amp;nbsp;</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos