ଆଜି ଗହ୍ମା ପୂର୍ଣ୍ଣମୀ; ସର୍ବବୃହତ ରାକ୍ଷୀ ପିନ୍ଧିବେ ମହାପ୍ରଭୁ

ପୁରୀ(ଓଡ଼ିଶା ରିପୋର୍ଟର): ରାକ୍ଷୀ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବଳଭଦ୍ର ଜନ୍ମ ନୀତି । ସର୍ବବୃହତ ରାକ୍ଷୀ ପିନ୍ଧିବେ ମହାପ୍ରଭୁ । ଗହ୍ମା ପୂର୍ଣ୍ଣମୀରେ ଭୋଗ ମଣ୍ଡପ ବଢିବା ପରେ ଶ୍ରୀଜୀଉମାନଙ୍କର ମଇଲମ ହୋଇ ମହାସ୍ନାନ ବଢିଥାଏ । ତାପରେ ତିନୋଟି ରୂପା ପିଙ୍ଗନରେ ଚନ୍ଦନ ବିଜେ ହୋଇ ସିଂହାସନ ଉପରେ ସଂସ୍କାର ପୂର୍ବକ ସର୍ବାଙ୍ଗ ଲାଗି କରାଯାଇଥାଏ ଏବଂ ବୋଇରାଣୀ ପତନୀ ଲୁଗା ଲାଗି ହୋଇ ମଧ୍ୟାହ୍ନ ଧୂପ ବେଶ କରାଯାଇଥାଏ । […]

puro-2

puro-2

Niharika Rout
  • Published: Monday, 03 August 2020
  • Updated: 03 August 2020, 09:29 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ରାକ୍ଷୀ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବଳଭଦ୍ର ଜନ୍ମ ନୀତି । ସର୍ବବୃହତ ରାକ୍ଷୀ ପିନ୍ଧିବେ ମହାପ୍ରଭୁ । ଗହ୍ମା ପୂର୍ଣ୍ଣମୀରେ ଭୋଗ ମଣ୍ଡପ ବଢିବା ପରେ ଶ୍ରୀଜୀଉମାନଙ୍କର ମଇଲମ ହୋଇ ମହାସ୍ନାନ ବଢିଥାଏ । ତାପରେ ତିନୋଟି ରୂପା ପିଙ୍ଗନରେ ଚନ୍ଦନ ବିଜେ ହୋଇ ସିଂହାସନ ଉପରେ ସଂସ୍କାର ପୂର୍ବକ ସର୍ବାଙ୍ଗ ଲାଗି କରାଯାଇଥାଏ ଏବଂ ବୋଇରାଣୀ ପତନୀ ଲୁଗା ଲାଗି ହୋଇ ମଧ୍ୟାହ୍ନ ଧୂପ ବେଶ କରାଯାଇଥାଏ ।

ମହାପ୍ରଭୁ ଆଜି ସର୍ବବୃହତ ରାକ୍ଷୀ ପରିଧାନ କରିଥାନ୍ତି। ପାଟର ବିଶୋଇଙ୍କ  ଦ୍ୱାରା ଚାରିଖଣ୍ଡ ବାସୁଙ୍ଗା ପାଟ ରାକ୍ଷୀ ଓ ଗୁଆ ମାଳ ଲାଗି କରାଯାଏ । ସେପଟେ ଆଜ୍ଞାମାଳ ପାଇ ଶ୍ରୀଦେବୀ , ଭୂଦେବୀ , ଶ୍ରୀମଦନମୋହନ ଝୁଲଣ ମଣ୍ଡପକୁ ବିଜେ ହେବା ପରେ ପାଳିଆ ଖୁଣ୍ଟିଆ ଲଣ୍ଡାବର୍ତ୍ତଠାରେ ସୁଦର୍ଶନ ବିଜେ ନିମନ୍ତେ ଦଇତାପତିମାନଙ୍କୁ ଡାକିଥାନ୍ତି ।

ଦଇତାମାନେ ସିଂହାସନ ଉପରକୁ ଯିବା ସମୟରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ଶ୍ରୀ ସୁଦର୍ଶନଙ୍କୁ ଦିଆ ଯାଇଥାଏ ଏବଂ ଦଇତାମାନେ ଶ୍ରୀ ସୁଦର୍ଶନଙ୍କୁ ଚଉଦୋଳରେ ବିଜେ କରାଇଥାନ୍ତି । ଚାଙ୍ଗଡ଼ା ମେକାପ ଦେଇଥିବା ପାଟ , ପତନୀ  ତଥା ଦୟଣାମାଳି ସେବାୟତ ଦେଇଥିବା ଚୂଳ ପାଳିଆ ଖୁଣ୍ଟିଆଠୁ ନେଇ ସୁଦର୍ଶନଙ୍କୁ ଲାଗି କରାଯାଇଥାଏ । ଏହାପରେ ଭଣ୍ଡାର ମେକାପ ଯୋଗାଇଥିବା ସ୍ୱର୍ଣ୍ଣ ଅଳଙ୍କାର ଯଥା କମରପଟି ଓ ହରଡ଼ ମାଳି ସୁଦର୍ଶନଙ୍କୁ ଲାଗି କରାଯାଇଥାଏ । ବିମାନବଡୁ ସେବକ ସୁଦର୍ଶନଙ୍କୁ ଚଉଦୋରେ ନେଇ ମାର୍କଣ୍ଡକୁ ଯାଇଥାନ୍ତି । ସେଠାରେ ଥିବା ଗହ୍ମାବେଦୀ ଉପରେ ବିଜେ କରିଥାନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story