ଆଜି ସୋନପୁର ଦେଶର ସର୍ବାଧିକ ଉତ୍ତପ୍ତ ସହର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସୋନପୁରରେ ଦିନର ସର୍ବାଧିକ ତାପମାତ୍ରା ୪୪.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆଉ ଏହା ସହିତ ସୋନପୁର କେବଳ ରାଜ୍ୟ ନୁହେଁ, ପୂରା ଦେଶରେ ଆଜି ଉତ୍ତପ୍ତ ସହର ପାଲଟିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି। ଗ୍ରୀଷ୍ମ ପ୍ରବାହ ଯୋଗୁ ସାରା ରାଜ୍ୟ ଜଳୁଥିବା ବେଳେ ଆଜି ସୋନପୁର ସମେତ ମୋଟ ୧୬ଟି ସ୍ଥାନରେ ଦିନର ସର୍ବାଧିକ ତାପମାତ୍ରା ୪୦ […]

Heat Wave

Heat Wave

Jitendra Garnayak
  • Published: Thursday, 14 April 2022
  • Updated: 14 April 2022, 08:04 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସୋନପୁରରେ ଦିନର ସର୍ବାଧିକ ତାପମାତ୍ରା ୪୪.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆଉ ଏହା ସହିତ ସୋନପୁର କେବଳ ରାଜ୍ୟ ନୁହେଁ, ପୂରା ଦେଶରେ ଆଜି ଉତ୍ତପ୍ତ ସହର ପାଲଟିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି।

ଗ୍ରୀଷ୍ମ ପ୍ରବାହ ଯୋଗୁ ସାରା ରାଜ୍ୟ ଜଳୁଥିବା ବେଳେ ଆଜି ସୋନପୁର ସମେତ ମୋଟ ୧୬ଟି ସ୍ଥାନରେ ଦିନର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ବା ଏହା ଉପରେ ରେକର୍ଡ କରାଯାଇଛି। ବଲାଙ୍ଗିରର ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ବାରିପଦାରେ ୪୨.୫, ଝାରସୁଗୁଡ଼ାରେ ୪୨.୨, ବୌଦ୍ଧରେ ୪୨, ତାଳଚେରରେ ୪୧.୮, ଅନୁଗୋଳରେ ୪୧.୭, ସୁନ୍ଦରଗଡ଼ରେ ୪୧.୫ରେ, ଟିଟିଲାଗଡ଼ରେ ୪୧.୫, ପାରଳାଖେମୁଣ୍ଡିରେ ୪୧, ସମ୍ବଲପୁରରେ ୪୦.୮, ଭବାନୀପାଟଣାରେ ୪୦.୫, ନୟାଗଡ଼ରେ ୪୦.୫, ଛତ୍ରପୁରରେ ୪୦, ବାଲେଶ୍ୱରରେ ୪୦ ଓ ମାଲକାନଗିରିରେ ୪୦ ଡିଗ୍ରୀ ରେକର୍ଡ କରାଯାଇଛି।

କଟକରେ ତାପମାତ୍ରା ୩୮.୪ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୩୭.୭, ଚାନ୍ଦବାଲିରେ ୩୮.୭, କେନ୍ଦୁଝରଗଡ଼ରେ ୩୬.୨, ହୀରାକୁଦରେ ୩୯.୯, ଫୁଲବାଣୀରେ ୩୯.୨, ରାୟଗଡ଼ାରା ୩୯.୧ ଓ ଭଦ୍ରକରେ ୩୯ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।

ସୂଚନାଯୋଗ୍ୟ, ଗତକାଲି ୪୪ ଡିଗ୍ରୀ ସେଲ୍‌ସିୟସ ସହିତ ଝାରସୁଗୁଡ଼ା ଦେଶର ଉତ୍ତପ୍ତ ସହର ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story