ଆଜି ଶ୍ରାବଣ ମାସର ଶେଷ ସୋମବାର: ଶୈବପୀଠରେ କାଉଡ଼ିଆଙ୍କ ଭିଡ଼

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଶ୍ରାବଣ ମାସର ଶେଷ ସୋମବାର। ମହାଦେବଙ୍କ ନିକଟରେ ଜଳଲାଗି କରୁଛନ୍ତି କାଉଡ଼ିଆ। ରାଜ୍ୟର ପ୍ରମୁଖ ଶୈବ କ୍ଷେତ୍ର ପୁରୀର ଲୋକନାଥ, ଆଠଗଡ଼ର ଧବଳେଶ୍ୱର, ଭଦ୍ରକର ଆରଡ଼ି ଓ ଢେଙ୍କାନାଳର କପିଳାସ ସମେତ ଅନ୍ୟ ଶିବ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି। ଭିଡ଼କୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

monday

monday

Jyoshna Pradhan
  • Published: Monday, 12 August 2019
  • Updated: 12 August 2019, 08:20 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଶ୍ରାବଣ ମାସର ଶେଷ ସୋମବାର। ମହାଦେବଙ୍କ ନିକଟରେ ଜଳଲାଗି କରୁଛନ୍ତି କାଉଡ଼ିଆ। ରାଜ୍ୟର ପ୍ରମୁଖ ଶୈବ କ୍ଷେତ୍ର ପୁରୀର ଲୋକନାଥ, ଆଠଗଡ଼ର ଧବଳେଶ୍ୱର, ଭଦ୍ରକର ଆରଡ଼ି ଓ ଢେଙ୍କାନାଳର କପିଳାସ ସମେତ ଅନ୍ୟ ଶିବ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି।

ଭିଡ଼କୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story