ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ଆଜି ବିନା ଟିକେଟରେ ବୁଲିପାରିବେ ଐତିହ୍ୟ ସ୍ଥଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆଜି ମାଗଣାରେ ବୁଲିପାରିବେ ବିଭିନ୍ନ ଐତିହ୍ୟ ସ୍ଥଳ। ଆର୍କୋଲୋଜିକାଲ୍ ସର୍ଭେ ଅଫ୍ ଇଣ୍ଡିଆ ବା ଏଏସ୍ଆଇ ଅଧୀନରେ ଥିବା ସମସ୍ତ ଐତିହ୍ୟ ସ୍ଥଳକୁ ଆଜି ଟିକେଟ୍ ମୁକ୍ତ କରାଯାଇଛି। ଓ୍ୱାଲର୍ଡ ହେରିଟେଜ୍ ଓ୍ୱିକ୍ ବା ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଏଏସ୍ଆଇ ପକ୍ଷରୁ ଏହି ଘୋଷଣା କରାଯାଇଛି। ଓଡ଼ିଶାରେ ମଧ୍ୟ ଏଏସ୍ଆଇ ଅଧୀନରେ ଥିବା ସମସ୍ତ ଐତିହ୍ୟ ସ୍ଥଳରେ ଆଜି ଟିକେଟ୍ ଫ୍ରି କରାଯାଇଛି। କୋଣାର୍କ ମନ୍ଦିର ସହ […]

Konark

Konark

Tapaswini Nayak
  • Published: Saturday, 19 November 2022
  • Updated: 19 November 2022, 02:42 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆଜି ମାଗଣାରେ ବୁଲିପାରିବେ ବିଭିନ୍ନ ଐତିହ୍ୟ ସ୍ଥଳ। ଆର୍କୋଲୋଜିକାଲ୍ ସର୍ଭେ ଅଫ୍ ଇଣ୍ଡିଆ ବା ଏଏସ୍ଆଇ ଅଧୀନରେ ଥିବା ସମସ୍ତ ଐତିହ୍ୟ ସ୍ଥଳକୁ ଆଜି ଟିକେଟ୍ ମୁକ୍ତ କରାଯାଇଛି। ଓ୍ୱାଲର୍ଡ ହେରିଟେଜ୍ ଓ୍ୱିକ୍ ବା ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଏଏସ୍ଆଇ ପକ୍ଷରୁ ଏହି ଘୋଷଣା କରାଯାଇଛି।

ଓଡ଼ିଶାରେ ମଧ୍ୟ ଏଏସ୍ଆଇ ଅଧୀନରେ ଥିବା ସମସ୍ତ ଐତିହ୍ୟ ସ୍ଥଳରେ ଆଜି ଟିକେଟ୍ ଫ୍ରି କରାଯାଇଛି। କୋଣାର୍କ ମନ୍ଦିର ସହ ରାଜାରାଣୀ ପରିଦର୍ଶନ ପାଇଁ ଆଜି ପର୍ଯ୍ୟଟକଙ୍କୁ  ଟିକେଟ୍ କରିବାକୁ ପଡ଼ିବନାହିଁ। ଏ ନେଇ ଏଏସ୍ଆଇ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।

ସେହିପରି ତାଜମହଲ ସମେତ ଦେଶରେ ଏଏସ୍ଆଇ ଅଧୀନରେ ଥିବା ସମସ୍ତ ଐତିହ୍ୟ ସ୍ଥଳକୁ ଆଜି ପର୍ଯ୍ୟଟକମାନେ ବିନା ଟିକେଟରେ ଯାଇପାରିବେ। ତେବେ ତାଜମହଲରେ ଥିବା ମୁଖ୍ୟ କବର ପାଇଁ ପର୍ଯ୍ୟଟକଙ୍କୁ ଟିକେଟ୍ ଲାଗିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story