Advertisment

କାଲିଠୁ ପ୍ରବଳ ବର୍ଷା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।  ସେହିପରି ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଆଜି ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, […]

author-image
Madhupriya Mistry
ଅଦ୍ୟତନ ହୋଇଛି
ଧୋକା ଦେଲା ମୌସୁମୀ, ଓଡ଼ିଶାର ୧୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା

RainFall

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।  ସେହିପରି ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।

Advertisment

ଆଜି ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ ରାୟଗଡା

ଏସବୁ ଜିଲ୍ଲାରେ ଘଡଘଡି ସହ ହାଲୁକା ବର୍ଷା ସମ୍ଭାବନା ରହିଛି। ସେହିପରି ୧୬ ତାରିଖରୁ ୧୭ ତାରିଖ ସକାଳ ୮ଟା ୩୦ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Advertisment
Weather Report