ସେଞ୍ଚୁରି ମାରିଲା ଟମାଟୋ !

ସେଞ୍ଚୁରି ଛୁଇଁଛି ଟମାଟୋ। ଟମାଟୋ କେଜି ପିଛା ଦାମ ୧୦୦ ଟଙ୍କା ପାର କରିଛି। ପ୍ରତିବର୍ଷ ଏହି ସମୟରେ ଟମାଟୋ କେଜି ପିଛା ୩୦ରୁ ୪୦ ଟଙ୍କାରେ ବିକ୍ରି ହୋଇଥାଏ। କିନ୍ତୁ ଏବର୍ଷ ସ୍ଥିତି ବଦଳି ଯାଇଛି। ୧୦୦ ଟଙ୍କା ଉପରେ ଟମାଟୋ କିଲୋପତି ବିକ୍ରି ହେଉଛି।

Manoj Swain
  • Published: Tuesday, 27 June 2023
  • Updated: 27 June 2023, 01:01 PM IST

Sports

Latest News

ସେଞ୍ଚୁରି ଛୁଇଁଛି ଟମାଟୋ। ଟମାଟୋ କେଜି ପିଛା ଦାମ ୧୦୦ ଟଙ୍କା ପାର କରିଛି। ପ୍ରତିବର୍ଷ ଏହି ସମୟରେ ଟମାଟୋ କେଜି ପିଛା ୩୦ରୁ ୪୦ ଟଙ୍କାରେ ବିକ୍ରି ହୋଇଥାଏ। କିନ୍ତୁ ଏବର୍ଷ ସ୍ଥିତି ବଦଳି ଯାଇଛି। ୧୦୦ ଟଙ୍କା ଉପରେ ଟମାଟୋ କିଲୋପତି ବିକ୍ରି ହେଉଛି। କଟକରେ ଟମାଟୋ କେଜି ପିଛା ଶହେରୁ ୧୨୦ ଟଙ୍କାରେ ବିକ୍ରି ହେଉଛି। ସେହିପରି ବାଲେଶ୍ୱରରେ କେଜି ପ୍ରତି ୧୦୦ଟଙ୍କା ରହିଛି ଟମାଟୋ ଦର। ବ୍ରହ୍ମପୁରରେ ମଧ୍ୟ ବିଭିନ୍ନ ବଜାରରେ ଟମାଟୋ କେଜି ୧୦୦ ଟଙ୍କାରେ ବିକ୍ରି ହେଉଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos