କାଲି ଏହି ଜିଲ୍ଲାରେ ସବୁ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ଗତକାଲିଠାରୁ ଓଡ଼ିଶାରେ ବର୍ଷା ଲାଗି ରହିଛି। ଯେଉଁଥିପାଇଁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଆସନ୍ତାକାଲି ପ୍ରବଳ ବର୍ଷାର ପରିମାଣ ବଢ଼ିବାର ଆଶଙ୍କା ରହିଛି। ସେଥିପାଇଁ ୯ଟି ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ସରକାର ଘୋଷଣା କରିଛନ୍ତି। ଏହି ଜିଲ୍ଲା ଗୁଡ଼ିକ ହେଲା ଯାଜପୁର, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ପାଣିପାଗ ବିଭାଗ ସୂଚନା ଅନୁସାରେ ଆସନ୍ତାକାଲି ଢେଙ୍କାନାଳ, କେନ୍ଦୁଝର, କଟକ, […]

Odisha-school-1

Odisha-school-1

Manoranjan Sial
  • Published: Thursday, 24 October 2019
  • Updated: 25 October 2019, 07:43 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ଗତକାଲିଠାରୁ ଓଡ଼ିଶାରେ ବର୍ଷା ଲାଗି ରହିଛି। ଯେଉଁଥିପାଇଁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଆସନ୍ତାକାଲି ପ୍ରବଳ ବର୍ଷାର ପରିମାଣ ବଢ଼ିବାର ଆଶଙ୍କା ରହିଛି। ସେଥିପାଇଁ ୯ଟି ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ସରକାର ଘୋଷଣା କରିଛନ୍ତି। ଏହି ଜିଲ୍ଲା ଗୁଡ଼ିକ ହେଲା ଯାଜପୁର, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର।

ପାଣିପାଗ ବିଭାଗ ସୂଚନା ଅନୁସାରେ ଆସନ୍ତାକାଲି ଢେଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା। ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ସମ୍ଭାବନା ରହିଛି। ତେଣୁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଂଜାମ, ନୟାଗଡ଼, ଦେବଗଡ଼ ଓ ଅନୁଗୋଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ପାଣିପାଗ ବିଭାଗ। ସେହିପରି ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ ଓ ଗଜପତିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ଶନିବାର ଯାଏଁ ଉତ୍ତର ଓ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ମଧ୍ୟମ ଧରଣର ବର୍ଷା ହୋଇ ପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story