ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନ ବିଚାରପତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମଣା ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନ ବିଚାରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଜି ରାଜ୍ୟ ପ୍ରଶାସନ ପକ୍ଷରୁ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସୂଚନା ଅନୁସାରେ, ପ୍ରଧାନ ବିଚାରପତି ଜଷ୍ଟିସ ରମଣା ଆସନ୍ତାକାଲି ସନ୍ଧ୍ୟା ୭ଟା ୫୫ମିନିଟରେ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଂଚିବେ। ସେଠାରୁ ସିଧାସଳଖ ହୋଟେଲ ମେ’ଫେୟାର ଯାଇ ରାତ୍ରିଯାପନ କରିବେ। ଶନିବାର ସକାଳୁ ସେ […]

Chief-Justice-of-India-NV-Ramana

Chief-Justice-of-India-NV-Ramana

Ordigital Desk
  • Published: Thursday, 23 September 2021
  • Updated: 24 September 2021, 08:22 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମଣା ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନ ବିଚାରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଜି ରାଜ୍ୟ ପ୍ରଶାସନ ପକ୍ଷରୁ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ସୂଚନା ଅନୁସାରେ, ପ୍ରଧାନ ବିଚାରପତି ଜଷ୍ଟିସ ରମଣା ଆସନ୍ତାକାଲି ସନ୍ଧ୍ୟା ୭ଟା ୫୫ମିନିଟରେ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଂଚିବେ। ସେଠାରୁ ସିଧାସଳଖ ହୋଟେଲ ମେ’ଫେୟାର ଯାଇ ରାତ୍ରିଯାପନ କରିବେ। ଶନିବାର ସକାଳୁ ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ପାଇଁ ପୁରୀ ଯିବେ। ଏହାପରେ ଦିନରେ ସେ ଜୁଡିସିଆଲ କାର୍ଯ୍ୟକ୍ରମରେ ସାମିଲ ହୋଇ ସନ୍ଧ୍ୟା ୬ଟା ୪୦ମିନିଟରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିବେ ବୋଲି ଜଣାପଡ଼ିଛି। ପ୍ରଧାନ ବିଚାରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଜି ଗୃହ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରାଯାଇଛି। ଏହି ବୈଠକରେ ପୁଲିସ ଡିଜିଙ୍କ ସମେତ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଜଷ୍ଟିସ ରମଣା ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ୨୦୧୯ ଓ ୨୦୨୦ ମସିହାରେ ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ପୂଜାର୍ଚ୍ଚନା କରିଥିଲେ। କୋଭିଡ୍ ମହାମାରୀ ଆସିବା ପୂର୍ବରୁ ସେ ୨୦୨୦ ଜାନୁୟାରୀ ୨୫ତାରିଖରେ ପତ୍ନୀଙ୍କ ସହ ପୁରୀ ଶ୍ରୀମନ୍ଦିର ଆସି ପୂ୍‌ଜାର୍ଚ୍ଚନା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story