ଅବପାତର ରୂପ ନେଉଛି ଲଘୁଚାପ: କାଲିଠାରୁ ବର୍ଷିବ

ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମେ ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ ଲଘୁଚାପ ଅବପାତର ରୂପ ନେବା ପରେ ଏହାର ଗତି ଉତ୍ତର-ପଶ୍ଚିମ ଦିଗକୁ ରହିବ। ୧୯ ତାରିଖ ଦିନ ଏହା ଅବପାତର ରୂପ ନେଇ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳକୁ ଛୁଇଁବ। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ […]

Rakesh Mallick
  • Published: Tuesday, 17 October 2017
  • , Updated: 17 October 2017, 10:10 AM IST

ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମେ ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ ଲଘୁଚାପ ଅବପାତର ରୂପ ନେବା ପରେ ଏହାର ଗତି ଉତ୍ତର-ପଶ୍ଚିମ ଦିଗକୁ ରହିବ। ୧୯ ତାରିଖ ଦିନ ଏହା ଅବପାତର ରୂପ ନେଇ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳକୁ ଛୁଇଁବ। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Related story