ଆସନ୍ତାକାଲି ମାଆ ଦୁର୍ଗାଙ୍କ ସପ୍ତମୀ ପୂଜା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ମହାସପ୍ତମୀ। ମାଆଙ୍କର ଅନୁଷ୍ଠିତ ହେବ ଚକ୍ଷୁଦାନ ପର୍ବ। ଏହା ପରେ ପୂଜା ମଣ୍ଡପରେ ଭକ୍ତଙ୍କୁ ଦର୍ଶନଦେବେ ଜଗତଜନନୀ। ମାଆ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ତା’ସହ ଆରମ୍ଭ ହେବ ମାଆଙ୍କ ପାରମ୍ପରୀକ ଦୁର୍ଗାପୂଜା ନୀତି। ଆଜି ମହାଷଷ୍ଠୀରେ ବିଲ୍ୱବରଣ ସହ ମାଆଙ୍କୁ ଆବାହନ କରାଯାଇଛି। ଧୂପ, ଦୀପ, ନୈବେଦ୍ୟ ଦେଇ ବେଲ ଗଛ ମୂଳେ ପ୍ରଥମେ ପୂଜାର୍ଚ୍ଚନା ସହ ମାଆଙ୍କୁ ଆହ୍ୱାନ କରାଯାଇଛି। ଶାରଦୀୟ ଦୁର୍ଗାପୂଜା ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ଦେଖିବାକୁ ମିଳିଛି। […]

Rakesh Mallick
  • Published: Tuesday, 26 September 2017
  • Updated: 27 September 2017, 04:31 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ମହାସପ୍ତମୀ। ମାଆଙ୍କର ଅନୁଷ୍ଠିତ ହେବ ଚକ୍ଷୁଦାନ ପର୍ବ। ଏହା ପରେ ପୂଜା ମଣ୍ଡପରେ ଭକ୍ତଙ୍କୁ ଦର୍ଶନଦେବେ ଜଗତଜନନୀ। ମାଆ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ତା’ସହ ଆରମ୍ଭ ହେବ ମାଆଙ୍କ ପାରମ୍ପରୀକ ଦୁର୍ଗାପୂଜା ନୀତି।

ଆଜି ମହାଷଷ୍ଠୀରେ ବିଲ୍ୱବରଣ ସହ ମାଆଙ୍କୁ ଆବାହନ କରାଯାଇଛି। ଧୂପ, ଦୀପ, ନୈବେଦ୍ୟ ଦେଇ ବେଲ ଗଛ ମୂଳେ ପ୍ରଥମେ ପୂଜାର୍ଚ୍ଚନା ସହ ମାଆଙ୍କୁ ଆହ୍ୱାନ କରାଯାଇଛି। ଶାରଦୀୟ ଦୁର୍ଗାପୂଜା ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ଦେଖିବାକୁ ମିଳିଛି। ସୁଉଚ୍ଚ ତୋରଣ ସାଙ୍ଗକୁ ଆଖି ଝଲସା ଆଲୋକମାଳାରେ ଚମକିଲାଣି ପୂଜା ମଣ୍ଡପ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story