ଆସନ୍ତାକାଲି ମାଆ ଦୁର୍ଗାଙ୍କ ସପ୍ତମୀ ପୂଜା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ମହାସପ୍ତମୀ। ମାଆଙ୍କର ଅନୁଷ୍ଠିତ ହେବ ଚକ୍ଷୁଦାନ ପର୍ବ। ଏହା ପରେ ପୂଜା ମଣ୍ଡପରେ ଭକ୍ତଙ୍କୁ ଦର୍ଶନଦେବେ ଜଗତଜନନୀ। ମାଆ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ତା’ସହ ଆରମ୍ଭ ହେବ ମାଆଙ୍କ ପାରମ୍ପରୀକ ଦୁର୍ଗାପୂଜା ନୀତି।

ଆଜି ମହାଷଷ୍ଠୀରେ ବିଲ୍ୱବରଣ ସହ ମାଆଙ୍କୁ ଆବାହନ କରାଯାଇଛି। ଧୂପ, ଦୀପ, ନୈବେଦ୍ୟ ଦେଇ ବେଲ ଗଛ ମୂଳେ ପ୍ରଥମେ ପୂଜାର୍ଚ୍ଚନା ସହ ମାଆଙ୍କୁ ଆହ୍ୱାନ କରାଯାଇଛି। ଶାରଦୀୟ ଦୁର୍ଗାପୂଜା ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ଦେଖିବାକୁ ମିଳିଛି। ସୁଉଚ୍ଚ ତୋରଣ ସାଙ୍ଗକୁ ଆଖି ଝଲସା ଆଲୋକମାଳାରେ ଚମକିଲାଣି ପୂଜା ମଣ୍ଡପ।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’