ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍  

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଭର୍ଚୁଆଲ କ୍ୟାବିନେଟ ବୈଠକ ସନ୍ଧ୍ୟା ୬ଟା ୪୫ମିନିଟରେ ହେବ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, କ୍ୟାବିନେଟ ବୈଠକ ସମ୍ପର୍କରେ ମନ୍ତ୍ରୀମାନଙ୍କୁ କେବଳ ଅବଗତ କରାଯାଇଛି। ଏଜେଣ୍ଡା ସମ୍ପର୍କରେ କୌଣସି ସୂଚନା ଦିଆଯାଇନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଓ  ମନ୍ତ୍ରୀମାନେ ନିଜ ନିଜ ଜିଲ୍ଲାରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାମିଲ ହେବେ। ଭୁବନେଶ୍ୱରରେ […]

cabinet

cabinet

Tapas Behera
  • Published: Tuesday, 08 December 2020
  • Updated: 08 December 2020, 08:40 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଭର୍ଚୁଆଲ କ୍ୟାବିନେଟ ବୈଠକ ସନ୍ଧ୍ୟା ୬ଟା ୪୫ମିନିଟରେ ହେବ ବୋଲି ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁସାରେ, କ୍ୟାବିନେଟ ବୈଠକ ସମ୍ପର୍କରେ ମନ୍ତ୍ରୀମାନଙ୍କୁ କେବଳ ଅବଗତ କରାଯାଇଛି। ଏଜେଣ୍ଡା ସମ୍ପର୍କରେ କୌଣସି ସୂଚନା ଦିଆଯାଇନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଓ  ମନ୍ତ୍ରୀମାନେ ନିଜ ନିଜ ଜିଲ୍ଲାରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାମିଲ ହେବେ। ଭୁବନେଶ୍ୱରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନରେ ଉପସ୍ଥିତ ରହିବେ।
ନିର୍ଭରଯୋଗ୍ୟ ସୂତ୍ର ଅନୁସାରେ, ଆସନ୍ତାକାଲି କ୍ୟାବିନେଟ ବୈଠକରେ ପୁରୀ ଶ୍ରୀମନ୍ଦିର ଢାଂଚାରେ ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଚିଠା ଆଇନକୁ କ୍ୟାବିନେଟ୍ ଅନୁମୋଦନ ମିଳିବାର ସମ୍ଭାବନା ରହିଛି ।

ନିର୍ଭରଯୋଗ୍ୟ ସୂତ୍ର ଅନୁସାରେ, ଆସନ୍ତାକାଲି କ୍ୟାବିନେଟ ବୈଠକରେ ପୁରୀ ଶ୍ରୀମନ୍ଦିର ଢାଂଚାରେ ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଚିଠା ଆଇନକୁ ଅନୁମୋଦନ ସମେତ କେତେକ ଟେଣ୍ଡରକୁ ମଧ୍ୟ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story