ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ମହାଶିବରାତ୍ରୀ। ଜାଗର ଯାତ୍ରା ପାଇଁ ଏକାମ୍ର କ୍ଷେତ୍ର ସମେତ ରାଜ୍ୟର ବିଭିନ୍ନ ଶୈବପୀଠରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ବେଆଇନ୍ ଉଚ୍ଛେଦ ପରେ ବିଏସ୍ସି ପକ୍ଷରୁ ସୌନ୍ଦର୍ଯ୍ୟକରଣ କରାଯାଇଛି।
ସିଂହଦ୍ୱାର ସମ୍ମୁଖରୁ ପାଖାପାଖି ୨୦୦ ମିଟର ଦୂରରୁ ବ୍ୟାରିକେଡ୍ କରାଯାଇଛି। ଶ୍ରଦ୍ଧାଳୁଙ୍କ ପାଇଁ ଟେମ୍ପୋରାରୀ ସେଡ୍ ଓ ଭଜନ ମଣ୍ଡପ ସ୍ଥାନରେ ଏକ ଅସ୍ଥାୟୀ ଷ୍ଟେଜ୍ କରାଯାଇଛି। ଚଳିତ ବର୍ଷ ଜାଗର ଯାତ୍ରା ପାଇଁ ଲିଙ୍ଗରାଜ ମନ୍ଦିରର ନିତୀ ନିର୍ଘଣ୍ଟ ଅନୁସାରେ, ରାତି ୩ଟାରେ ମନ୍ଦିର ଦ୍ୱାର ଖୋଲାଯିବ। ରାତି ୧୦ଟାରେ ମହାପ୍ରଭୁଙ୍କ ମହାଦୀପ ଉଠିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଆକ୍ସନ ମୁଡରେ ଇଡି; ଦ୍ୱିତୀୟ ଦିନରେ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ରେଡ୍
ଗତକାଲି ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ତାତିଲେ ଗ୍ରାମବାସୀ, ଦୁର୍ଦ୍ଦାନ୍ତ ନକ୍ସଲ ହିଡମା ଘରକୁ ମାଟିରେ ମିଶାଇଦେଲେ
ହିଡମା ନିଜ ଗାଁ ଲୋକଙ୍କୁ ସବୁବେଳେ ଡରାଇ ଧମକାଇ ରଖିଥିବା ବେଳେ ବହୁ ଲୋକ ଗାଁ ଛାଡ଼ି ଚାଲି ଯାଇଥିଲେ। ମାତ୍ର ଏବେ ସେନା ସହଯୋଗରେ ହିଡମା ଘରକୁ ମାଟିରେ ମିଶାଇ ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ।
Accident
ଦୋକାନରେ ଲାଗିଲା ନିଆଁ, ଜଣେ ଗୁରୁତର
ଏହି ଅଗ୍ନିକାଣ୍ଡରେ ଜଣେ ଗୁରୁତର ହୋଇଛନ୍ତି। ଦୋକାନରେ ହଠାତ୍ ନିଆଁ ଲାଗି ଯାଇଥିବା ବେଳେ ଭିତରେ ଥିବା ପ୍ଳାଷ୍ଟିକ ସାମଗ୍ରୀ ଜଳି ଯାଇଥିଲା।
Miscellaneous
ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଜଗିବେ ସଶସ୍ତ୍ର ପୁଲିସ; ଚିଠି ଲେଖିଲେ ଗୃହ ସଚିବ
କୌଣସି ଅଭୟାରଣ୍ୟ ସୁରକ୍ଷା ପାଇଁ ଗୋଟେ କମ୍ପାନୀ ଆର୍ମଡ୍ ପୋଲିସ୍ ନିୟୋଜିତ ହେବା ଦେଶରେ ପ୍ରଥମ ଘଟଣା ବୋଲି କୁହାଯାଉଛି।
Crime
ହଷ୍ଟେଲ ବାଥରୁମ୍ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଛାତ୍ରୀଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ।