ଆସନ୍ତାକାଲି ମହାଶିବରାତ୍ରୀ, ଚଳଚଞ୍ଚଳ ଶୈବପୀଠ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ମହା ଶିବରାତ୍ରୀ। ଏଥିପାଇଁ ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ। ଭୁବନେଶ୍ୱରରେ ପ୍ରଭୁ ଲିଙ୍ଗରାଜ, ଆଠଗଡ଼ର ବାବା ଧବଳେଶ୍ୱର, ଭଦ୍ରକର ବାବା ଆଖଣ୍ଡଳମଣୀ ଓ ପୁରୀର ଲୋକନାଥ ମନ୍ଦିରରେ ପ୍ରସ୍ତୁତି ଶେଷ ହୋଇଛି। ଭକ୍ତଙ୍କ ସୁରକ୍ଷିତ ଦର୍ଶନ ପାଇଁ ସବୁଠି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ନିର୍ଦ୍ଧାରିତ ସମୟରେ ମହାଦୀପ ଉଠିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଜାଗର ପାଇଁ ଚଳଚଞ୍ଚଳ ଏକାମ୍ର କ୍ଷେତ୍ର। ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ଲାଗି ମନ୍ଦିର […]

tomorrow is shivaratri

tomorrow is shivaratri

Rakesh Mallick
  • Published: Tuesday, 13 February 2018
  • Updated: 13 February 2018, 10:27 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ମହା ଶିବରାତ୍ରୀ। ଏଥିପାଇଁ ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ। ଭୁବନେଶ୍ୱରରେ ପ୍ରଭୁ ଲିଙ୍ଗରାଜ, ଆଠଗଡ଼ର ବାବା ଧବଳେଶ୍ୱର, ଭଦ୍ରକର ବାବା ଆଖଣ୍ଡଳମଣୀ ଓ ପୁରୀର ଲୋକନାଥ ମନ୍ଦିରରେ ପ୍ରସ୍ତୁତି ଶେଷ ହୋଇଛି। ଭକ୍ତଙ୍କ ସୁରକ୍ଷିତ ଦର୍ଶନ ପାଇଁ ସବୁଠି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ନିର୍ଦ୍ଧାରିତ ସମୟରେ ମହାଦୀପ ଉଠିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି।

ଜାଗର ପାଇଁ ଚଳଚଞ୍ଚଳ ଏକାମ୍ର କ୍ଷେତ୍ର। ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ଲାଗି ମନ୍ଦିର ପ୍ରଶାସନ ପକ୍ଷରୁ ହୋଇଛି ବ୍ୟାପକ ଆୟୋଜନ। ଆସନ୍ତାକାଲି ଭୋର ୩ଟାରେ ମନ୍ଦିର ଦ୍ୱାର ଖୋଲାଯାଇ ମଙ୍ଗଳ ଆଳତି ଓ ଅବକାଶ ନୀତି ହେବ। ଭୋର ୩ ଟା ୩୦ରୁ ଦିନ ୧୧ଟା ଯାଏ ସାହଣ ମେଲା ଅନୁଷ୍ଠିତ ହେବ। ରାତି ୧୦ଟାରେ ଉଠିବ ମହାଦୀପ। ଭକ୍ତଙ୍କ ସୁରକ୍ଷିତ ଦର୍ଶନ ଲାଗି  ବାରିକେଡ ନିର୍ମାଣ ସହ ଟ୍ରାଫିକ କଟକଣା ଲାଗୁ କରାଯାଇଛି। ଆଇନ ଶୃଙ୍ଖଳାରକ୍ଷା ଲାଗି ୨୨ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି।

ପୁରୀ ଲୋକନାଥ ମନ୍ଦିରରେ ମହାଶିବରାତ୍ରୀ ଲାଗି ମଧ୍ୟ ବିଶେଷ ଆୟୋଜନ ହୋଇଛି। ଏଠାରେ ରାତି ୪ଟାରେ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ଫୋର୍ସ ମୁତୟନ ସହ ବ୍ୟାରିକେଡ ବ୍ୟବସ୍ଥା ହୋଇଛି।

ଭଦ୍ରକରେ ବାବା ଆଖଣ୍ଡଳମଣିଙ୍କ ପୀଠରେ ବି ଶିବରାତ୍ରୀ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ନଦୀ ଘାଟରେ ଓଡ୍ରାଫ ଟିମ୍ ମୁତୟନ ସହ କାଲି ସନ୍ଧ୍ୟା ୬ଟା ପରେ ଡଙ୍ଗା ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।

ଆଠଗଡ ଧବଳେଶ୍ୱର ପୀଠରେ ଶହ ଶହ ଭକ୍ତ ଜାଗର ଜାଳିବେ। ଏଠାରେ ସାଢେ ୧୨ଟାରେ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଛି। ଜାଗର ଅବସରରେ ସ୍ୱତନ୍ତ୍ର ମାଣ୍ଡୁଅ ଭୋଗ ପାଇବା ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଭିଡ଼ ହୋଇଥାଏ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story