କଳା ଓଢ଼ଣି ହଟାଯିବା ପ୍ରତିବାଦରେ ଆସନ୍ତାକାଲି ସୁନ୍ଦରଗଡ଼ ବନ୍ଦ

ସୁନ୍ଦରଗଡ଼:  ଗତ ୪ ତାରିଖରେ ସୁନ୍ଦରଗଡ଼ ଜିଲ୍ଲା ମଙ୍ଗସପୁର ଠାରେ ମୁଖ୍ୟମନ୍ତ୍ରୀଙ୍କ ସଭାରେ ମହିଳା ଏବଂ ଯୁବତୀଙ୍କ ଦେହରୁ କଳା ଓଢ଼ଣି କଢ଼ାଯିବା ଘଟଣା ସାରା ରାଜ୍ୟରେ ଚହଳ ପକାଇଥିବା ବେଳେ ଆସନ୍ତାକାଲି ଏହାର ପ୍ରତିବାଦରେ ୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ଡାକରା ଦିଆଯାଇଛି। ସୁନ୍ଦରଗଡ଼ ଜିଲ୍ଲା କଂଗ୍ରେସ ଏବଂ ରାଉରକେଲା ସାଂଗଠନିକ ଜିଲ୍ଲା କଂଗ୍ରେସ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଏକ ସାମ୍ବାଦିକ ସମ୍ମିଳନୀରେ ସୁନ୍ଦରଗଡ଼ ଜିଲ୍ଲା କଂଗ୍ରେସ ସଭାପତି ଦୁଷ୍ମନ୍ତ ନାଏକ ଏ […]

congress-sundargarh

congress-sundargarh

Rakesh Mallick
  • Published: Tuesday, 13 December 2016
  • Updated: 13 December 2016, 01:02 PM IST

Sports

Latest News

ସୁନ୍ଦରଗଡ଼:  ଗତ ୪ ତାରିଖରେ ସୁନ୍ଦରଗଡ଼ ଜିଲ୍ଲା ମଙ୍ଗସପୁର ଠାରେ ମୁଖ୍ୟମନ୍ତ୍ରୀଙ୍କ ସଭାରେ ମହିଳା ଏବଂ ଯୁବତୀଙ୍କ ଦେହରୁ କଳା ଓଢ଼ଣି କଢ଼ାଯିବା ଘଟଣା ସାରା ରାଜ୍ୟରେ ଚହଳ ପକାଇଥିବା ବେଳେ ଆସନ୍ତାକାଲି ଏହାର ପ୍ରତିବାଦରେ ୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ଡାକରା ଦିଆଯାଇଛି। ସୁନ୍ଦରଗଡ଼ ଜିଲ୍ଲା କଂଗ୍ରେସ ଏବଂ ରାଉରକେଲା ସାଂଗଠନିକ ଜିଲ୍ଲା କଂଗ୍ରେସ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।

ଏକ ସାମ୍ବାଦିକ ସମ୍ମିଳନୀରେ ସୁନ୍ଦରଗଡ଼ ଜିଲ୍ଲା କଂଗ୍ରେସ ସଭାପତି ଦୁଷ୍ମନ୍ତ ନାଏକ ଏ ସଂପର୍କରେ ସୂଚନା ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଏ ଘଟଣାର ତଦନ୍ତ ଆରମ୍ଭ କରାଯାଇନାହିଁ। ଫଳରେ ଦୋଷୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାରେ ମଧ୍ୟ ବିଳମ୍ୱ ହେଉଛି।

ସେ କହିଛନ୍ତି,“ଏ ଘଟଣା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିଃସର୍ତ୍ତ କ୍ଷମା ମାଗିବା ପାଇଁ ମଧ୍ୟ  ଆମେ ଦାବି କରୁଛୁ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story