ଆଜି ବର୍ଷର ଶେଷ ସୂର୍ଯ୍ୟପରାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଦେଖାଯିବ ବର୍ଷର ଶେଷ ସୂର୍ଯ୍ୟପରାଗ। ତେବେ ଭାରତରେ ଏହି ପରାଗ ଦେଖାଯିବ ନାହିଁ। କେବଳ ଚିଲି ଓ ଆର୍ଜେଣ୍ଟିନାର କିଛି ଅଞ୍ଚଳରେ ପୂର୍ଣ୍ଣ ସୂର୍ଯ୍ୟପରାଗ ଦୃଶ୍ୟମାନ ହେବ। ଉତ୍ତର ଆମେରିକା, ଉତ୍ତର ଆଫ୍ରିକା ତଥା ଆଣ୍ଟାର୍କଟିକାର କିଛି ଅଞ୍ଚଳରେ ଆଂଶିକ ପରାଗ ଦେଖାଯିବ। ଏହା ଭାରତୀୟ ସମୟ ସନ୍ଧ୍ୟା ୭ଟା ୩ ମିନିଟ୍‌ରୁ ଆରମ୍ଭ ହୋଇ ରାତି ୧୨ଟା ୩୦ ମିନିଟ୍ ବେଳକୁ ଶେଷ ହେବ। ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିଅମ୍ […]

sun

Jitendra Garnayak
  • Published: Monday, 14 December 2020
  • , Updated: 14 December 2020, 07:17 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଦେଖାଯିବ ବର୍ଷର ଶେଷ ସୂର୍ଯ୍ୟପରାଗ। ତେବେ ଭାରତରେ ଏହି ପରାଗ ଦେଖାଯିବ ନାହିଁ। କେବଳ ଚିଲି ଓ ଆର୍ଜେଣ୍ଟିନାର କିଛି ଅଞ୍ଚଳରେ ପୂର୍ଣ୍ଣ ସୂର୍ଯ୍ୟପରାଗ ଦୃଶ୍ୟମାନ ହେବ। ଉତ୍ତର ଆମେରିକା, ଉତ୍ତର ଆଫ୍ରିକା ତଥା ଆଣ୍ଟାର୍କଟିକାର କିଛି ଅଞ୍ଚଳରେ ଆଂଶିକ ପରାଗ ଦେଖାଯିବ। ଏହା ଭାରତୀୟ ସମୟ ସନ୍ଧ୍ୟା ୭ଟା ୩ ମିନିଟ୍‌ରୁ ଆରମ୍ଭ ହୋଇ ରାତି ୧୨ଟା ୩୦ ମିନିଟ୍ ବେଳକୁ ଶେଷ ହେବ। ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିଅମ୍ ଉପନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକଙ୍କ କହିବା ଅନୁସାରେ, ୨୦୨୨ ମସିହା ଅକ୍ଟୋବର ୨୫ ତାରିଖରେ ଭାରତରେ ପରବର୍ତ୍ତୀ ସୂର୍ଯ୍ୟପରାଗ ଦେଖାଯିବ।

Related story