ଭୁବନେଶ୍ୱର: ଭେଲୋରରେ ଓଡିଆ ତୀର୍ଥଯାତ୍ରୀଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରୀ ବସ୍କୁ ଟ୍ରକ୍ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି । ବସ୍ରେ ଥିବା ଓଡ଼ିଶାର ୩୦ରୁ ଅଧିକ ତୀର୍ଥଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ସମସ୍ତ ଆହତ ତୀର୍ଥଯାତ୍ରୀ ରାୟଗଡ଼ା ଜିଲ୍ଲାର ବୋଲି ଜଣା ପଡ଼ିଛି । ଏମାନେ ଗତ ୪ ତାରିଖରେ ବ୍ରହ୍ମପୁର ଷ୍ଟେସନରୁ ଏକ ସ୍ୱତନ୍ତ୍ର ଟ୍ରେନରେ ଯାଇଥିଲେ । ସେପଟେ ତୀର୍ଥଯାତ୍ରୀ ବସ ଦୁର୍ଘଟଣା ନେଇ ପ୍ରତିକ୍ରିୟା ଦେଇଛନ୍ତି ରାଜ୍ୟ ପଯର୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା । ବସ୍କୁ ଟ୍ରକ ଧକ୍କା ଦେବାରୁ ଦୁର୍ଘଟଣା ଘଟିଛି ହେଲେ ଏଥିରେ କେହି ଆହତ ହୋଇ ନ ଥିବା ସେ କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।