ଅକ୍ଟୋବର ମାସରୁ ଖୋଲିବ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର) କୋଭିଡ୍‌ କଟକଣା ଭିତରେ ଅକ୍ଟୋବର ମାସରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା ରହିଛି। ଏ ନେଇ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, କରୋନାରେ ପର୍ଯ୍ୟଟନ ବିଭାଗ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ତେଣୁ ଅକ୍ଟୋବରରୁ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା ରହିଛି। ତେବେ ମନ୍ଦିର ପ୍ରଶାସନ ଓ ଆଇନ ବିଭାଗ ମନ୍ଦିର ଖୋଲିବା ଉପରେ ନିଷ୍ପତ୍ତି ନେବେ ବୋଲି ପର୍ଯ୍ୟଟନ ମନ୍ତ୍ରୀ କହିଛନ୍ତି।

tourism

Tapas Behera
  • Published: Sunday, 27 September 2020
  • , Updated: 27 September 2020, 11:25 AM IST

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର) କୋଭିଡ୍‌ କଟକଣା ଭିତରେ ଅକ୍ଟୋବର ମାସରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା ରହିଛି। ଏ ନେଇ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ସେ କହିଛନ୍ତି, କରୋନାରେ ପର୍ଯ୍ୟଟନ ବିଭାଗ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ତେଣୁ ଅକ୍ଟୋବରରୁ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା ରହିଛି। ତେବେ ମନ୍ଦିର ପ୍ରଶାସନ ଓ ଆଇନ ବିଭାଗ ମନ୍ଦିର ଖୋଲିବା ଉପରେ ନିଷ୍ପତ୍ତି ନେବେ ବୋଲି ପର୍ଯ୍ୟଟନ ମନ୍ତ୍ରୀ କହିଛନ୍ତି।

Related story