ନୟାଗଡ: ନୟାଗଡ ଜିଲ୍ଲା କଇଥଗଢିଆ ଗାଁରେ ଟ୍ରାକ୍ଟର ଚପାରେ ଦୁଇ ମହିଳାଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ କଇଥଗଢିଆ ଗାଁର ସାବତ୍ରୀ ପ୍ରଧାନ ଓ ଲାବଣ୍ୟ ବେୱା। ଏହି ମହିଳାମାନ ନିକଟସ୍ଥ ଅଙ୍ଗନୱାଡିକୁ ଦୁଇ ଶିଶୁକୁ ଧରି ଯାଉଥିବାବେଳେ ଏହି ଦୂର୍ଘଟଣା ଘଟିଥିଲା। ଅନ୍ୟପକ୍ଷରେ ଘଟଣାସ୍ଥଳରେ ଠିକ ସମୟରେ ଆମ୍ବୁଲାନ୍ସ ନ ପହଞ୍ଚିବାରୁ ମୃତଶରୀରକୁ ଧରି ପରିବାରବର୍ଗ କ୍ଷତିପୂରଣ ଦାବି କରିଛନ୍ତି। ତେବେ ବେପରୁଆ ଗାଡି ଚାଳନା ଯୋଗୁଁ ଦୁର୍ଘଟଣା ହୋଇଥିବା ପରିବାରବର୍ଗ ଅଭିଯୋଗ କରିଛନ୍ତି। ଏହି ଘଟଣାପରେ ଡ୍ରାଇଭର ଫେରାର ହୋଇ ଯାଇଥିବାବେଳେ ନୟାଗଡ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।