ଟ୍ରାଫିକ୍‌ ନିୟମ ଉଲ୍ଲଂଘନ, ଅଟୋ ଚାଳକ ଗଣିବେ ୪୭ ହଜାର ଜରିମାନା

ଭୁବନେଶ୍ୱର: ନୂଆ ମୋଟରଯାନ ଆଇନ୍‌ ଲାଗୁ ହେବାର ୩ ଦିନ ପରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ରାଜଧାନୀ ଭୁବନେଶ୍ୱରର ଜଣେ ଅଟୋ ଚାଳକଙ୍କ ଉପରେ ଲାଗୁ ହୋଇଛି ମୋଟା ଅଙ୍କର ଜରିମାନା । ଗୋଟିଏ କି ଦୁଇଟି ନୁହେଁ, ଏକାଧିକ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ରାଜଧାନୀର ଏହି ଅଟୋ ଚାଳକଙ୍କୁ ଗଣିବାକୁ ପଡ଼ିବ ୪୭ ହଜାର ୫୦୦ ଟଙ୍କା। ଅଟୋଚାଳକ ଜଣକ ଆଚାର୍ଯ୍ୟ ବିହାରର ବୋଲି ଜଣାପଡ଼ିଛି। ସାଧାରଣ ନିୟମ ଭାଙ୍ଗିଥିବାରୁ ୫୦୦ […]

auto-1..1

auto-1..1

Niharika Rout
  • Published: Wednesday, 04 September 2019
  • Updated: 04 September 2019, 02:51 PM IST

ଭୁବନେଶ୍ୱର: ନୂଆ ମୋଟରଯାନ ଆଇନ୍‌ ଲାଗୁ ହେବାର ୩ ଦିନ ପରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ରାଜଧାନୀ ଭୁବନେଶ୍ୱରର ଜଣେ ଅଟୋ ଚାଳକଙ୍କ ଉପରେ ଲାଗୁ ହୋଇଛି ମୋଟା ଅଙ୍କର ଜରିମାନା । ଗୋଟିଏ କି ଦୁଇଟି ନୁହେଁ, ଏକାଧିକ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ରାଜଧାନୀର ଏହି ଅଟୋ ଚାଳକଙ୍କୁ ଗଣିବାକୁ ପଡ଼ିବ ୪୭ ହଜାର ୫୦୦ ଟଙ୍କା।

ଅଟୋଚାଳକ ଜଣକ ଆଚାର୍ଯ୍ୟ ବିହାରର ବୋଲି ଜଣାପଡ଼ିଛି। ସାଧାରଣ ନିୟମ ଭାଙ୍ଗିଥିବାରୁ ୫୦୦ ଟଙ୍କା, ଅଣଅଧିକୃତ ବ୍ୟକ୍ତି ଅଟୋ ଚଲାଉଥିବା ଅଭିଯୋଗରେ ୫୦୦୦ ଟଙ୍କା, ବିନା ଲାଇସେନ୍ସରେ ଚଳାଉଥିବାରୁ ୫୦୦୦ ଟଙ୍କା, ମଦ ପିଇ ଡ୍ରାଇଭିଂ କରୁଥିବାରୁ ୧୦ ହଜାର, ପ୍ରଦୂଷଣ ପ୍ରମାଣପତ୍ର ନ ଥିବାରୁ ୧୦ ହଜାର ଟଙ୍କା, ଆରସି ବୁକ୍ ଓ ଫିଟନେସ୍ ସାର୍ଟିଫିକେଟ ନ ଥିବାରୁ ୫୦୦୦ ଟଙ୍କା, ପରମିଟ୍ ସର୍ତ୍ତ ଖିଲାପ କରି ଗାଡ଼ି ଚଲାଉଥିବାରୁ ୧୦ ହଜାର ଟଙ୍କା, ଗାଡ଼ିର ଇନ୍‌ସ୍ୟୁରାନ୍ସ ନ ଥିବାରୁ ତାଙ୍କ ଉପରେ ୨୦୦୦ ଟଙ୍କା ଜରିମାନା ଲଗା ଯାଇଛି।

ଏହି ଜରିମାନା ଟଙ୍କା ଚନ୍ଦ୍ରଶେଖରପୁର ଡ୍ରାଇଭିଂ ଟେଷ୍ଟ ପାର୍କ ଅଫିସରେ ଦାଖଲ କରିବାକୁ ଅଟୋ ଡ୍ରାଇଭରଙ୍କୁ କୁହାଯାଇଛି। ଏହା ପୂର୍ବରୁ ଗତକାଲି ହରିଆଣାର ଗୁରୁଗ୍ରାମରେ ଜଣେ ସ୍କୁଟି ଚାଳକଙ୍କ ଉପରେ ୨୩ ହଜାର ଟଙ୍କା ଜରିମାନା ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story