ବିଧାନସଭା ଅଧିବେଶନ: ଆତ୍ମଦାହ ଉଦ୍ୟମ ବଢ଼ିବା ପରେ ଲାଗିଲା ଟ୍ରାଫିକ କଟକଣା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭା ଅଧିବେଶନବେଳେ ଆତ୍ମଦାହ ଉଦ୍ୟମ ଘଟଣା ବୃଦ୍ଧି ପାଉଥିବାରୁ କମିଶନରେଟ ପୁଲିସ ପକ୍ଷରୁ ପ୍ରଥମଥର ପାଇଁ ଟ୍ରାଫିକ କଟକଣା ନିମନ୍ତେ ନିଷ୍ପତ୍ତି ହୋଇଛି। ଏହି କଟକଣା ଆସନ୍ତାକାଲି ଅର୍ଥାତ ୧୮ତାରିଖଠାରୁ ବିଧାନସଭା ଅଧିବେଶନର କାର୍ଯ୍ୟଦିବସଗୁଡ଼ିକରେ ଲାଗୁ ହେବ। ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏନେଇ ଜାରି ଏକ ପ୍ରେସ୍ ରିଲିଜରେ କହିଛନ୍ତି ଯେ, ହାଉସିଂ ବୋର୍ଡ ପଟୁ ଆସୁଥିବା ସମସ୍ତ ଗାଡ଼ି କେଶରୀ ଟକିଜଠାରୁ ଆଗକୁ ନଯାଇ ବାମପଟ ରାସ୍ତାରେ ନିଜ ଗନ୍ତବ୍ୟ ସ୍ଥଳକୁ […]

Traffic

Traffic

Ordigital Desk
  • Published: Wednesday, 17 February 2021
  • Updated: 18 February 2021, 05:40 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭା ଅଧିବେଶନବେଳେ ଆତ୍ମଦାହ ଉଦ୍ୟମ ଘଟଣା ବୃଦ୍ଧି ପାଉଥିବାରୁ କମିଶନରେଟ ପୁଲିସ ପକ୍ଷରୁ ପ୍ରଥମଥର ପାଇଁ ଟ୍ରାଫିକ କଟକଣା ନିମନ୍ତେ ନିଷ୍ପତ୍ତି ହୋଇଛି। ଏହି କଟକଣା ଆସନ୍ତାକାଲି ଅର୍ଥାତ ୧୮ତାରିଖଠାରୁ ବିଧାନସଭା ଅଧିବେଶନର କାର୍ଯ୍ୟଦିବସଗୁଡ଼ିକରେ ଲାଗୁ ହେବ।

ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏନେଇ ଜାରି ଏକ ପ୍ରେସ୍ ରିଲିଜରେ କହିଛନ୍ତି ଯେ, ହାଉସିଂ ବୋର୍ଡ ପଟୁ ଆସୁଥିବା ସମସ୍ତ ଗାଡ଼ି କେଶରୀ ଟକିଜଠାରୁ ଆଗକୁ ନଯାଇ ବାମପଟ ରାସ୍ତାରେ ନିଜ ଗନ୍ତବ୍ୟ ସ୍ଥଳକୁ ଯିବେ। ଏଜି ଛକରୁ ପିଏମଜି ଛକ ଆଡ଼କୁ ଆସୁଥିବା ସମସ୍ତ ଗାଡ଼ି ଜୟଦେବ ଭବନରେ ଅଟକି ଡାହାଣକୁ ଯାଇ ଇନ୍ଦିରା ଗାନ୍ଧି ପାର୍କ ରାସ୍ତାରେ ଆଗକୁ ଯିବେ।

ମାଷ୍ଟର କ୍ୟାଣ୍ଟିନ ପଟୁ ଲୋଏର ପିଏମଜି ଆଡ଼କୁ ଆସୁଥିବା ସମସ୍ତ ଗାଡ଼ି ଉପର ପିଏମଜି ଛକଠାରୁ ବାମ କିମ୍ବା ଡାହାଣ ପାଶ୍ୱର୍ ଦେଇ ଯାଇପାରିବେ। କିନ୍ତୁ ସେମାନଙ୍କୁ ମହାତ୍ମା ଗାନ୍ଧି ମାର୍ଗରେ ଯିବା ପାଇଁ ଅନୁମତି ଦିଆଯିବ ନାହିଁ। ୧୨୦ ବାଟାଲିୟନ ଛକପଟୁ ପିଏମଜି ଛକ ଆଡ଼କୁ ଆସୁଥିବା ସମସ୍ତ ଗାଡ଼ି ପାୱାର ହାଉସ ଛକ ଆଡ଼କୁ ଯିବେ। ରାଜଭବନ ଛକ ପଟୁ ଏମଏଲଏ କଲୋନୀ ଓ ରବୀନ୍ଦ୍ର ମଣ୍ଡପକୁ ଯାଉଥିବା ଗାଡ଼ିଗୁଡ଼ିକ ଶାସ୍ତ୍ରୀ ନଗର ଆଡ଼କୁ ଯିବେ। ଏହି କଟକଣା ବିଧାନସଭା, ରାଜ୍ୟ ସଚିବାଳୟ ଓ ଅନ୍ୟାନ୍ୟ ସରକାରୀ ଦପ୍ତରକୁ ଯାଉଥିବା ଅଧିକୃତ ଗାଡ଼ି ପାଇଁ ଲାଗୁ ହେବ ନାହିଁ ବୋଲି ଶ୍ରୀ ଷଡ଼ଙ୍ଗୀ କହିଛନ୍ତି।

ସୂଚନାଯୋଗ୍ୟ, ବଜେଟ୍ ଅଧିବେଶନବେଳେ ବିଭିନ୍ନ ଆଡ଼କୁ ଲୋକେ ଆସି ନିଜର ସମସ୍ୟା ପାଇଁ ଆତ୍ମଦାହ ଉଦ୍ୟମ ଭଳି ପଦକ୍ଷେପ ନେଉଥିବାରୁ କମିଶନରେଟ ପୁଲିସ ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story