ଅଦ୍ୟତନ ହୋଇଛି
accident
Advertisment
ଆଠଗଡ଼(ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଗୁରୁଡ଼ିଝଟିଆ ଥାନା ଅନ୍ତର୍ଗତ ୫୫ ନମ୍ୱର ଜାତୀୟ ରାଜପଥର ଓରନ୍ଦା ନିକଟରେ ଆଜି ସକାଳେ ଏକ ଟ୍ରଲର ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ବେଳେ ଉଭୟ ଟ୍ରେଲର ଓ ଟ୍ରକ ଡ୍ରାଇଭର ଗୁରୁତର ହୋଇଛନ୍ତି।
Advertisment
ସ୍ଥାନୀୟ ଲୋକେ ପ୍ରଥମେ ଟ୍ରକ୍ ଡ୍ରାଇଭରଙ୍କୁ ଉଦ୍ଧାର କରି କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏନେଇ ଖବର ପାଇ ପୁଲିସ୍ ଓ ଆଠଗଡ଼ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଚାପି ହୋଇ ରହିଥିବା ଟ୍ରେଲର ଡ୍ରାଇଭରଙ୍କୁ ଗାଡ଼ିରୁ ଉଦ୍ଧାର କରିଥିଲେ। ଏହାପରେ ତାଙ୍କୁ ମଧ୍ୟ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/06/accident-6660000.jpg)