କେନ୍ଦ୍ରାପଡ଼ାକୁ ଗଡ଼ିଲା ଟ୍ରେନ୍ ଇଞ୍ଜିନ୍

ଯାଜପୁର (ଗୁଲାମ ଗସ୍): ବହୁଦିନର ପ୍ରତୀକ୍ଷା ପରେ ଯାଜପୁର ହରିଦାସପୁର-କେନ୍ଦ୍ରାପଡ଼ା ମଧ୍ୟରେ ଗଡ଼ିଲା ଟ୍ରେନ୍ ଇଞ୍ଜିନ୍। ପରୀକ୍ଷାମୂଳକ ଭାବେ ଏହି ଇଞ୍ଜିନକୁ ଚଲା ଯାଇଛି। ଆଜି ସକାଳ ୯ଟାରେ ହରିଦାସପୁର ଷ୍ଟେସନରୁ ଏକ ରେଳ ଇଞ୍ଜିନ୍ କେନ୍ଦ୍ରାପଡ଼ା ଜିଲ୍ଲା ବାଜପୁର ପର୍ଯ୍ୟନ୍ତ ବାହାରିଥିଲା। ବିଶେଷ କରି ନୂତନ ରେଳ ଲାଇନ ଓ ବିଦ୍ୟୁତ୍ ସରବରାହ ଯାଞ୍ଚ କରିବା ପାଇଁ ପରୀକ୍ଷାମୂଳକ ଭାବେ ଏହି ଇଞ୍ଜିନ୍‌ ଚଲାଯାଇଥିବା ଜଣାପଡ଼ିଛି। ଏହି ସମୟରେ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ତେବେ […]

train

train

Jitendra Garnayak
  • Published: Saturday, 29 June 2019
  • Updated: 29 June 2019, 01:45 PM IST

Sports

Latest News

ଯାଜପୁର (ଗୁଲାମ ଗସ୍): ବହୁଦିନର ପ୍ରତୀକ୍ଷା ପରେ ଯାଜପୁର ହରିଦାସପୁର-କେନ୍ଦ୍ରାପଡ଼ା ମଧ୍ୟରେ ଗଡ଼ିଲା ଟ୍ରେନ୍ ଇଞ୍ଜିନ୍। ପରୀକ୍ଷାମୂଳକ ଭାବେ ଏହି ଇଞ୍ଜିନକୁ ଚଲା ଯାଇଛି।

ଆଜି ସକାଳ ୯ଟାରେ ହରିଦାସପୁର ଷ୍ଟେସନରୁ ଏକ ରେଳ ଇଞ୍ଜିନ୍ କେନ୍ଦ୍ରାପଡ଼ା ଜିଲ୍ଲା ବାଜପୁର ପର୍ଯ୍ୟନ୍ତ ବାହାରିଥିଲା। ବିଶେଷ କରି ନୂତନ ରେଳ ଲାଇନ ଓ ବିଦ୍ୟୁତ୍ ସରବରାହ ଯାଞ୍ଚ କରିବା ପାଇଁ ପରୀକ୍ଷାମୂଳକ ଭାବେ ଏହି ଇଞ୍ଜିନ୍‌ ଚଲାଯାଇଥିବା ଜଣାପଡ଼ିଛି। ଏହି ସମୟରେ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ତେବେ ଏଥିଯୋଗୁ ଖୁବ୍‌ଶୀଘ୍ର ହରିଦାସପୁର ଓ କେନ୍ଦ୍ରାପଡ଼ା ମଧ୍ୟରେ ଟ୍ରେନ୍ ଚାଲିବା ନେଇ ଆଶା ଉଜ୍ଜ୍ୱଳ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos