ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ର ଭୂଇଁଆ ଷ୍ଟେସନ୍ ନିକଟରେ ଆଜି ସକାଳେ ଟ୍ରେନ୍ରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଲିପୁ ଦାସ (୨୫)। ତାଙ୍କ ଘର ରଣପୁର ବ୍ଳକ ପଥରପୁଜି ଗାଁରେ।
ପାରିପାର୍ଶ୍ୱକ ସ୍ଥିତିରୁ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି।
ବୋଲଗଡ଼ ପୁଲିସ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।