ଛିଡ଼ି ପଡ଼ିଲା ବିଦ୍ୟୁତ୍‌ ତାର, ଅଟକି ରହିଛି ତିନି ଟ୍ରେନ୍

ରାୟଗଡ଼ା (ମାଉଡ଼ି ବାରିକ): କୋରାପୁଟର ଭାଲୁମୁସ୍କା-ଲିଲିଗୁମା ମଧ୍ୟରେ ଥିବାର ରେଲୱେ ଲାଇନ୍‌ ଉପରେ ବିଦ୍ୟୁତ୍ ତାର ଛିଣ୍ଡି ପଡ଼ିଛି। ଏଥିଯୋଗୁଁ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଛି। ଟିକିରିରେ ବିଶାଖାପାଟଣା-କୋରାପୁଟ ଡିଏମ୍ୟୁ ଅଟକି ରହିଛି। ସେହିପରି ଭାଲୁମୁସ୍କାରେ ରାଉରକେଲା ଏକ୍ସପ୍ରେସ୍ ଅଟକି ରହିଥିବା ବେଳେ ଶିକରପାଇ ନିକଟରେ ହୀରାଖଣ୍ଡ ଏକ୍ସପ୍ରେସ ଅଟକି ରହିଛି। ଟେକ୍ନିସିଆନ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମରାମତି ଜାରି ରଖିଛନ୍ତି।

hiraex,,,

Tapaswini Nayak
  • Published: Monday, 24 September 2018
  • , Updated: 24 September 2018, 04:01 PM IST

ରାୟଗଡ଼ା (ମାଉଡ଼ି ବାରିକ): କୋରାପୁଟର ଭାଲୁମୁସ୍କା-ଲିଲିଗୁମା ମଧ୍ୟରେ ଥିବାର ରେଲୱେ ଲାଇନ୍‌ ଉପରେ ବିଦ୍ୟୁତ୍ ତାର ଛିଣ୍ଡି ପଡ଼ିଛି। ଏଥିଯୋଗୁଁ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଛି।

ଟିକିରିରେ ବିଶାଖାପାଟଣା-କୋରାପୁଟ ଡିଏମ୍ୟୁ ଅଟକି ରହିଛି। ସେହିପରି ଭାଲୁମୁସ୍କାରେ ରାଉରକେଲା ଏକ୍ସପ୍ରେସ୍ ଅଟକି ରହିଥିବା ବେଳେ ଶିକରପାଇ ନିକଟରେ ହୀରାଖଣ୍ଡ ଏକ୍ସପ୍ରେସ ଅଟକି ରହିଛି।

ଟେକ୍ନିସିଆନ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମରାମତି ଜାରି ରଖିଛନ୍ତି।

https://youtu.be/QBN93mLC9bE

Related story