‘ଦୈନିକ ସାଢ଼େ ୪ ଘଣ୍ଟା ବସିବ ବିଧାନସଭାର ଶୀତ ଅଧିବେଶନ’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୪ ଘଣ୍ଟା ରହିବ ଶୀତ ଅଧିବେଶନ। ରାଜ୍ୟ ବିଧାନସଭା ଶୀତ ଅଧିବେଶନ ନେଇ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। କୋଭିଡ଼ କଟକଣା ଭିତରେ ଦୈନିକ ସାଢ଼େ ୪ ଘଣ୍ଟା ବସିବ ଶୀତ ଅଧିବେଶନ। ଏଥର ପ୍ରଶ୍ନ କାଳ ହେବ କି ନାହିଁ, ସେନେଇ କିଛି ସ୍ଥିର କରାଯାଇ ନାହିଁ। ବିଧାୟକ, କର୍ମଚାରୀ, ସାମ୍ବାଦିକଙ୍କ କୋଭିଡ୍‌ ଟେଷ୍ଟ ନେଇ ପରାମର୍ଶ ନିଆଯିବ। ଇ-ବିଧାନସଭା ଲାଗି ଆସନ୍ତାକାଲିଠାରୁ ପ୍ରଶିକ୍ଷଣ ଶିବିର ଆରମ୍ଭ ହେବ। ପ୍ରଥମ […]

Manoranjan Sial
  • Published: Thursday, 05 November 2020
  • Updated: 05 November 2020, 05:18 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୪ ଘଣ୍ଟା ରହିବ ଶୀତ ଅଧିବେଶନ। ରାଜ୍ୟ ବିଧାନସଭା ଶୀତ ଅଧିବେଶନ ନେଇ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। କୋଭିଡ଼ କଟକଣା ଭିତରେ ଦୈନିକ ସାଢ଼େ ୪ ଘଣ୍ଟା ବସିବ ଶୀତ ଅଧିବେଶନ। ଏଥର ପ୍ରଶ୍ନ କାଳ ହେବ କି ନାହିଁ, ସେନେଇ କିଛି ସ୍ଥିର କରାଯାଇ ନାହିଁ। ବିଧାୟକ, କର୍ମଚାରୀ, ସାମ୍ବାଦିକଙ୍କ କୋଭିଡ୍‌ ଟେଷ୍ଟ ନେଇ ପରାମର୍ଶ ନିଆଯିବ। ଇ-ବିଧାନସଭା ଲାଗି ଆସନ୍ତାକାଲିଠାରୁ ପ୍ରଶିକ୍ଷଣ ଶିବିର ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ବିଧାନସଭା କର୍ମଚାରୀଙ୍କୁ ଟ୍ରେନିଂ ଦିଆଯିବ ବୋଲି ଶ୍ରୀ ପାତ୍ର କହିଛନ୍ତି।

ସୂଚନାରୁ ପ୍ରକାଶ, ଚଳିତମାସ ୨୦ ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୧ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନ ଆରମ୍ଭର ପ୍ରଥମ ଦିନରେ ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଆଗତ ହେବ ବୋଲି କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇଛି।

ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବିଧାନସଭାର ଶୀତ ଅଧିବେଶନ ମୋଟ ୪୦ଦିନ ଚାଲିଥିଲା ଶନିବାର ଓ ରବିବାର ମଧ୍ୟ ଗୃହ କାର୍ଯ୍ୟ ଚାଲିବ। କେବଳ ୨ଦିନ ଯଥା- ନଭେମ୍ବର ୩୦ ରାସପୂର୍ଣ୍ଣିମା ଓ ଡିସେମ୍ବର ୨୫ ଏକ୍ସମାସ ଡେ’ରେ ବିଧାନସଭା ଛୁଟି ରହିବ। ଅତିରିକ୍ତ ବଜେଟ୍ ନଭେମ୍ବର ୨୦ତାରିଖରେ ଆଗତ ହେବ ଓ ନଭେମ୍ବର ୨୯ ରବିବାର ଅତିରିକ୍ତ ବଜେଟ୍ ଉପରେ ବ୍ୟୟମଞ୍ଜୁରୀ ବିଲ୍ ଗୃହର ଅନୁମୋଦନ ଲାଭ କରିବାର କାର୍ଯ୍ୟକ୍ରମ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story