ବରିଷ୍ଠ IAS ସ୍ତରରେ ଛୋଟ ଅଦଳ ବଦଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସକରାର ଆଜି ବରିଷ୍ଠ ଆଇଏଏସ୍‌ ସ୍ତରରେ ଛୋଟ ଅଦଳ ବଦଳ କରିଛନ୍ତି। ପରିବହନ ସଚିବ ପ୍ରମୋଦ ମେହେର୍ଦ୍ଦାଙ୍କୁ ରାଜ୍ୟପାଳଙ୍କ ସଚିବ ଭାବେ ନିଯୁକ୍ତ କରାଯାଇଛି। ସେହିପରି ରାଜ୍ୟପାଳଙ୍କ ସଚିବ ଥିବା ମଧୁସୂଦନ ପାଢ଼ୀଙ୍କୁ ଚକବନ୍ଦୀ କମିଶନର ଭାବେ ନୂଆ ନିଯୁକ୍ତି ଦିଆଯାଇଛି।

ias-1-1

Niharika Rout
  • Published: Saturday, 29 February 2020
  • , Updated: 29 February 2020, 02:09 PM IST

Related story