Advertisment

୩ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟଙ୍କ ବଦଳି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୩ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟଙ୍କ ବଦଳି  କଲେ ରାଜ୍ୟ ସରକାର। ଭୁବନେଶ୍ୱର, ପୁରୀ ଓ ବଲାଙ୍ଗିର ଜେଲ୍‌ର ସୁପରିଣ୍ଟେଣ୍ଡେଣ୍ଟଙ୍କ ଅଦଳବଦଳ ହୋଇଛି। ଭୁବନେଶ୍ୱର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ଧିରେନ୍ଦ୍ର ନାଥ ବାରିକଙ୍କୁ ବଲାଙ୍ଗିର ବଦଳି ହୋଇଥିବା ବେଳେ ପୁରୀ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟ ସରୋଜ କୁମାର ବିଶ୍ୱାଳଙ୍କୁ ଭୁବନେଶ୍ୱର ବଦଳି କରାଯାଇଛି। ସେହିପରି ବଲାଙ୍ଗିର ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟ ଉର୍ମିଳା ମିଞ୍ଜ୍‌ଙ୍କୁ ପୁରୀ ଜେଲ୍‌ର ସୁପରିଣ୍ଟେଣ୍ଡେଣ୍ଟ ଭାବେ ବଦଳି କରାଯାଇଛି।

୩ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟଙ୍କ ବଦଳି

jail

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୩ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟଙ୍କ ବଦଳି  କଲେ ରାଜ୍ୟ ସରକାର। ଭୁବନେଶ୍ୱର, ପୁରୀ ଓ ବଲାଙ୍ଗିର ଜେଲ୍‌ର ସୁପରିଣ୍ଟେଣ୍ଡେଣ୍ଟଙ୍କ ଅଦଳବଦଳ ହୋଇଛି।

Advertisment

ଭୁବନେଶ୍ୱର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ଧିରେନ୍ଦ୍ର ନାଥ ବାରିକଙ୍କୁ ବଲାଙ୍ଗିର ବଦଳି ହୋଇଥିବା ବେଳେ ପୁରୀ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟ ସରୋଜ କୁମାର ବିଶ୍ୱାଳଙ୍କୁ ଭୁବନେଶ୍ୱର ବଦଳି କରାଯାଇଛି। ସେହିପରି ବଲାଙ୍ଗିର ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟ ଉର୍ମିଳା ମିଞ୍ଜ୍‌ଙ୍କୁ ପୁରୀ ଜେଲ୍‌ର ସୁପରିଣ୍ଟେଣ୍ଡେଣ୍ଟ ଭାବେ ବଦଳି କରାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe